କଣ୍ଟାମାଳ ବିଡିଓ ନିଲମ୍ବିତ

କଣ୍ଟାମାଳ: ବୌଦ୍ଧ ଜିଲା କଣ୍ଟାମାଳ ବିଡିଓ ସାମି ରେଡ୍ଡୀ ଜୟଶ୍ରୀଙ୍କ ବିରୋଧରେ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ କଡ଼ା ଆକ୍ସନ ନିଆଯାଇଛି। ବିଭାଗୀୟ ଶୃଙ୍ଖଳାଗତ ତଦନ୍ତ ନିର୍ଦ୍ଦେଶ ସହ ତାଙ୍କୁ ତୁରନ୍ତ ପ୍ରଭାବରୁ ଚାକିରିରୁ ନିଲମ୍ବିତ କରାଯାଇଛି। ନିଲମ୍ବନ ଅବଧିରେ ସମ୍ବଲପୁର ଆର୍‌ଡିସିଙ୍କ କାର୍ଯ୍ୟାଳୟରେ ରହିବେ। ବିନା ଅନୁମତିରେ ମୁଖ୍ୟାଳୟ ନ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି।

  • Related Posts

    ଆମ ବସ୍‌ରେ ଅଗ୍ନିକାଣ୍ଡ

    ଫୁଲନଖରା: ଆମ ବସ୍ ରେ ଅଗ୍ନିକାଣ୍ଡ। ଅଳ୍ପକେ ବର୍ତ୍ତିଲେ ବସ୍ ରେ ଥିବା ଯାତ୍ରୀ। କଟକ ଜିଲ୍ଲା ଫୁଲନଖରା-ନିଆଳୀ ରାସ୍ତାର ଅଡ଼ଶପୁର ବସ୍ ଷ୍ଟାଣ୍ଡରେ ଘଟିଛି ଏଭଳି ଅଘଟଣ। ଭୁବନେଶ୍ୱରରୁ ଅଡ଼ଶପୁର କଲେଜ ଅଭିମୁଖେ ଯାଉଥିବା ଆମ ବସ୍ ଟି ବସ୍…

    Continue reading
    ସବ୍-ରେଜିଷ୍ଟ୍ରାର ମନୀଷା ମିଶ୍ର ଗିରଫ

    ବାଲେଶ୍ୱର: ଓଡ଼ିଶା ରାଜସ୍ୱ ସେବା (ଓଆରଏସ୍) ଅଧିକାରୀ ତଥା ବାଲେଶ୍ୱର ଜିଲ୍ଲା ବାଲିଆପାଳ ସବ୍-ରେଜିଷ୍ଟ୍ରାର ମନୀଷା ମିଶ୍ରଙ୍କୁ ଆଜି ଭିଜିଲାନ୍ସ ଗିରଫ କରି କୋର୍ଟ ଚାଲାଣ କରିଛି। ଗତକାଲି ସେ ଜଣେ ବ୍ୟକ୍ତିଙ୍କଠାରୁ ୭ ହଜାର ଟଙ୍କା ଲାଞ୍ଚ ନେଲା ବେଳେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !

    ବିନା ପେଟ୍ରୋଲ, ଡିଜେଲ, ସିଏନ୍‌ଜି ଓ ବ୍ୟାଟେରିରେ ବି ଚାଲିବ ଗାଡ଼ି