କମିସନରେଟ ପୁଲିସରେ ଅଦଳବଦଳ

ଭୁବନେଶ୍ୱର: କମିସନରେଟ ପୁଲିସର ଏସିପି ଓ ଇନ୍‌ସପେକ୍ଟର ସ୍ତରରେ ଛୋଟିଆ ଅଦଳବଦଳ ହୋଇଛି । ଚନ୍ଦକା ଥାନା ଅଧିକାରୀ ତଥା ଏସିପି(ଇନଚାର୍ଜ) ଭାବେ କାର୍ୟ୍ୟରତ ବିଶ୍ୱଜିତ୍‌ ମନବୋଧଙ୍କୁ ଡିସିପି ଅଫିସକୁ ବଦଳି ହୋଇଛି । ନନ୍ଦନକାନନ ଥାନା ଅଧିକାରୀ ସମିତା ମିଶ୍ରଙ୍କୁ ଚନ୍ଦକା ଥାନା ଅଧିକାରୀ ଭାବେ ଅବସ୍ଥାପିତ କରାଯାଇଛି ।

ସେହିପରି କ୍ୟାପିଟାଲ ଥାନା ଅଧିକାରୀ ଦୟାନିଧି ନାୟକଙ୍କୁ ନନ୍ଦନକାନନ ଥାନାକୁ ବଦଳି ହୋଇଛି । ଡିସିପି ଅଫିସରେ କାର୍ୟ୍ୟରତ ତଥା ବର୍ତ୍ତମାନ କ୍ୟାପିଟାଲ ଥାନାର ଇନଚାର୍ଜ ରାଧାକାନ୍ତ ସାହୁଙ୍କୁ କ୍ୟାପିଟାଲ ଥାନା ଅଧିକାରୀ ଭାବେ ନିଯୁକ୍ତ କରାଯାଇଛି । ପ୍ରକାଶ ଥାଉକି, କିଛିଦିନ ତଳେ ବଡ଼ଗଡ଼ଠାରେ ଘଟିଥିବା ଏକ ଦୁର୍ଘଟଣାରେ ଦୟାନିଧି ଗୁରୁତର ହୋଇଥିଲେ । ସେ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଏହାରି ମଧ୍ୟରେ ତାଙ୍କୁ ନନ୍ଦନକାନନ ବଦଳି କରାଯାଇଛି

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ