କାଙ୍ଗୁରକୋଣ୍ଡା ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ ମାଲକାନଗିରିରୁ ମୋଟୁ ଯୋଗାଯୋଗ ବିଚ୍ଛିନ୍ନ

ମାଲକାନଗିରି,02/09: ମାଲକାନଗିରି ଜିଲ୍ଲାରେ ବିଳମ୍ବିତ ରାତି ବର୍ଷାରେ ୩୨୬ ନମ୍ବର ଜାତୀୟ ରାଜପଥ ଉପରେ ଥିବା କାଙ୍ଗୁରକୋଣ୍ଡା ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ ହେଉଛି। ଯାହାଫଳରେ ମୋଟୁ ସହ ପଡ଼ୋଶୀ ରାଜ୍ୟ ଆନ୍ଧ୍ର ଓ ତେଲାଙ୍ଗାନାକୁ ମଧ୍ୟ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ମାଲକାନଗିରି ଜିଲ୍ଲାରେ ବିଳମ୍ବିତ ରାତି ବର୍ଷାରେ ୩୨୬ ନମ୍ବର ଜାତୀୟ ରାଜପଥ ଉପରେ ଥିବା କାଙ୍ଗୁରକୋଣ୍ଡା ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ ହେଉଛି। ଯାହାଫଳରେ ମୋଟୁ ସହ ପଡ଼ୋଶୀ ରାଜ୍ୟ ଆନ୍ଧ୍ର ଓ ତେଲାଙ୍ଗାନାକୁ ମଧ୍ୟ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ବ୍ରିଜର ଉଭୟ ପାର୍ଶ୍ଵରେ ଯାତ୍ରୀ ସହ ଶହ ଶହ ଯାନବାହନ ଅଟକି ରହିଛି। ଯେଉଁଥିପାଇଁ ସାଧାରଣ ଲୋକେ ନାହିଁ ନଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ବ୍ରିଜର ଉଭୟ ପାର୍ଶ୍ଵରେ ଯାତ୍ରୀ ସହ ଶହ ଶହ ଯାନବାହନ ଅଟକି ରହିଛି। ଯେଉଁଥିପାଇଁ ସାଧାରଣ ଲୋକେ ନାହିଁ ନଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ