କାର୍ତ୍ତିକ ମାସରେ ପନିପରିବା ଦର ଆକାଶଛୁଆଁ

ଭୁବନେଶ୍ୱର: କାର୍ତ୍ତିକ ମାସରେ ପନିପରିବା ଦର ଆକାଶଛୁଆଁ। କଞ୍ଚା ପନିପରିବାର ଦର ବୃଦ୍ଧି ଖାଉଟିଙ୍କୁ ଚିନ୍ତା ପକାଇଛି। କାର୍ତ୍ତିକ ମାସରେ ପନିପରିବାର ଚାହିଦା ଅଧିକ ରହୁଥିବା ବେଳେ ଦର ବୃଦ୍ଧି ଖାଉଟିଙ୍କ ପକେଟକୁ ବାଧୁଛି। କଞ୍ଚା ପନିପରିବା ଯୋଗାଣ ପାଇଁ ଓଡ଼ିଶାକୁ ଅଧିକାଂଶ କ୍ଷେତ୍ରରେ ବାହାର ରାଜ୍ୟ ଉପରେ ନିର୍ଭର କରିବାକୁ ପଡୁଛି।
ବାହାର ରାଜ୍ୟରେ ଲଗାଣ ବର୍ଷା ଯୋଗୁଁ ପନିପରିବା ଫସଲ ନଷ୍ଟ ହୋଇଥିବାରୁ ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ସିଧାସଳଖ ବଜାର ଦର ଉପରେ ପଡ଼ିଛି। ସେହିପରି ସ୍ଥାନୀୟ ଚାଷୀଙ୍କ ଫସଲ ବନ୍ୟା ଯୋଗୁଁ ନଷ୍ଟ ହୋଇଥିବା ବେଳେ ଅନେକ ଚାଷୀଙ୍କ ଫସଲ ଏପର୍ୟ୍ୟନ୍ତ ଅମଳ ହୋଇନାହିଁ। ଫଳରେ ବଜାରରେ ପନିପରିବାର ଅଭାବ ଦେଖାଦେଇଛି ଏବଂ ଦର ବୃଦ୍ଧି ପାଇଛି।

  • Related Posts

    ଭିଏଏମଏଲ ପକ୍ଷରୁ କଳାହାଣ୍ଡି ଓ ରାୟଗଡ଼ାର ୩୩୦ରୁ ଅଧିକ ପରିବାରଙ୍କୁ ଇନ୍ଧନ-ଦକ୍ଷ ଚୁଲା ବିତରଣ

    ଭୁବନେଶ୍ୱର ୧୭/୧୧/୨୦୨୬ : ଓଡ଼ିଶାରେ ଗ୍ରାମୀଣ ବିକାଶକୁ ଆଗକୁ ବଢ଼ାଇବା ପାଇଁ ନିଜର ପ୍ରତିବଦ୍ଧତାକୁ ଆହୁରି ସୁଦୃଢ଼ କରି, ବେଦାନ୍ତ ଆଲୁମିନିୟମ ମେଟାଲ ଲିମିଟେଡ୍ (ଭିଏଏମଏଲ୍), ଲାଞ୍ଜିଗଡ଼, କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲାରେ ଏହାର କାର୍ଯ୍ୟକ୍ଷେତ୍ର ନିକଟବର୍ତ୍ତୀ ଗ୍ରାମଗୁଡ଼ିକରେ ଇନ୍ଧନ-ଦକ୍ଷ ଚୁଲା…

    Continue reading
    ସୋଆ କପ୍‌ ୨୦୨୬ ଉଦ୍‌ଘାଟିତ

    ଭୁବନେଶ୍ୱର, ୧୭/୧୧: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ର ବାର୍ଷିର୍କ କ୍ରୀଡା ଉତ୍ସବ ‘ସୋଆ କପ୍‌’ ମଙ୍ଗଳବାର ବିଶ୍ୱବିଦ୍ୟାଳୟର କ୍ୟାମ୍ପସ ୫ ସୋଆ ଷ୍ଟାଡିୟମ୍‌ ଠାରେ ଉଦ୍‌ଘାଟିତ ହୋଇଯାଇଛି । ପ୍ରାୟ ୧ ମାସରୁ ଊଦ୍ଧ୍ୱର୍ ଦିନ ଧରି ଚାଲିବାକୁ ଥିବା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଆଜି ବିଶ୍ୱ ମଧୁମେହ ଦିବସ, ଜାଣନ୍ତୁ ଏହାର କାରଣ, ଲକ୍ଷଣ ଓ ନିରାକରଣ

    ଆଜି ବିଶ୍ୱ ମଧୁମେହ ଦିବସ, ଜାଣନ୍ତୁ ଏହାର କାରଣ, ଲକ୍ଷଣ ଓ ନିରାକରଣ

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !