କାର୍ୟ୍ୟରେ ଅବହେଳା: ଡାକ୍ତର ସସ୍‌ପେଣ୍ଡ

ଧର୍ମଶାଳା: ଯାଜପୁରରେ ବ୍ୟାପୁଛି ଝାଡ଼ାବାନ୍ତି। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବାରୁ ସ୍ଥିତି ଗମ୍ଭୀର ରହିଛି। ଏଭଳି ସ୍ଥିତିରେ କାର୍ୟ୍ୟରେ ଅବହେଳା ଲାଗି ଜଣେ ଡାକ୍ତରଙ୍କୁ ସସପେଣ୍ଡ କରାଯାଇଛି। ସେ ହେଲେ ଡା. ହେମନ୍ତ କୁମାର ମହାରଣା। ତାଙ୍କ ବିରୁଦ୍ଧରେ ଏକ ଶୃଙ୍ଖଳାଗତ କାର୍ୟ୍ୟାନୁଷ୍ଠାନ ନିଆଯାଇ ନିଲମ୍ବନ କରାଯାଇ ଥିବା ଚିଠିରେ ଉଲ୍ଲେଖ ରହିଛି।

ମିଳିଥିବା ସୂଚନା ଅନୁସାରେ, ଯାଜପୁରରେ ଝାଡ଼ାବାନ୍ତି ବ୍ୟାପୁଥିବା ଯୋଗୁ ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ସୋମବାର ସ୍ବାସ୍ଥ୍ୟ ସଚିବ ଆଶ୍ୱତି ଏସ୍‌ ଅଚାନକ ପରିଦର୍ଶନ କରିଥିଲେ। ସେ ମେଡିକାଲର ପରିବେଶ ସହ ଔଷଧ, ଇଞ୍ଜେକ୍ସନ ଯୋଗାଇ ଦେବା ଉପରେ ଅସନ୍ତୋଷ ବ୍ୟକ୍ତ କରିଥିଲେ। ସେହି ସମୟରେ ଉପସ୍ଥିତି ଡାକ୍ତରଙ୍କୁ ମଧ୍ୟ ତାଗିଦ କରିଥିଲେ। ଏହାର ଏହି ଘଟଣାକୁ ନେଇ କାର୍ୟ୍ୟନୁଷ୍ଠାନ ନିଆଯାଇଥିବା ଆଲୋଚନା ହେଉଛି।

  • Garvita Odia

    Related Posts

    ଆଜିଠୁ ବୌଦ୍ଧରୁ ଗଡ଼ିବ ରେଳ

    ବୌଦ୍ଧ: ବୌଦ୍ଧ ଜିଲାବାସୀଙ୍କ ଦୀର୍ଘଦିନର ଦାବି ପୂରଣ ହେବାକୁ ଯାଉଛି। ଶୁକ୍ରବାରଠାରୁ ବୌଦ୍ଧ ଜିଲାରୁ ରେଳ ଚଳାଚଳ ଆରମ୍ଭ ହେବ। ଏଥିପାଇଁ ଜିଲାବାସୀଙ୍କ ମନରେ ଉକତ୍ଣ୍ଠା ଭରିରହିଛି। ବହୁ ପ୍ରତିକ୍ଷିତ ଖୋର୍ଦ୍ଧା-ବଲାଙ୍ଗୀର ରେଳପଥରେ ବୌଦ୍ଧ ଓ ପୁରୁଣାକଟକ ରେଳ ଷ୍ଟେଶନରୁ ରେଳ…

    ମୋଦୀଙ୍କ ଗସ୍ତ କାର୍ଯ୍ୟକ୍ରମ ସମ୍ପର୍କରେ ଜାଣନ୍ତୁ

    ଭୁବନେଶ୍ୱର: ବିଜେପି ସରକାରର ବର୍ଷ ପୂର୍ତ୍ତିରେ ବିଶାଳ ସମାବେଶ । ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ପାଇଁ ରାଜଧାନୀ ଚଳଚଞ୍ଚଳ । ମୋହନ ସରକାରଙ୍କ ବର୍ଷ ପୂର୍ତ୍ତି ଉତ୍ସବରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଜନତା ମଇଦାନରେ ଆୟୋଜିତ ମେଗା…

    Leave a Reply

    Your email address will not be published. Required fields are marked *

    You Missed

    ଆଜିଠୁ ବୌଦ୍ଧରୁ ଗଡ଼ିବ ରେଳ

    ଆଜିଠୁ ବୌଦ୍ଧରୁ ଗଡ଼ିବ ରେଳ

    ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଛାତ୍ର କଂଗ୍ରେସ ନେତା ଅଟକ

    ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ  ଛାତ୍ର କଂଗ୍ରେସ ନେତା ଅଟକ

    ନିରଞ୍ଜନ ରଥଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ

    ନିରଞ୍ଜନ ରଥଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ

    ମୋଦୀଙ୍କ ଗସ୍ତ କାର୍ଯ୍ୟକ୍ରମ ସମ୍ପର୍କରେ ଜାଣନ୍ତୁ

    ମୋଦୀଙ୍କ ଗସ୍ତ କାର୍ଯ୍ୟକ୍ରମ ସମ୍ପର୍କରେ ଜାଣନ୍ତୁ

    ଆଜିଠୁ ରାଜ୍ୟରେ ଖୋଲିଲା ସ୍କୁଲ

    ଆଜିଠୁ ରାଜ୍ୟରେ ଖୋଲିଲା ସ୍କୁଲ

    ବଢୁଛି ବ୍ରାହ୍ମଣୀ ନଦୀର ଜଳସ୍ତର

    ବଢୁଛି ବ୍ରାହ୍ମଣୀ ନଦୀର ଜଳସ୍ତର