କୁରୁବଂଶ ଧ୍ବଂସ ହେଲା:ଶ୍ରୀମୟୀ

ଭୁବନେଶ୍ୱର: ନୂଆପଡ଼ା ଉପନିର୍ବାଚନ ଫଳ ଘୋଷଣା ପୂର୍ବରୁ ବିଜେଡିକୁ ନିଶାଣ କରିଛନ୍ତି ଦଳରୁ ନିଲମ୍ବିତ ନେତ୍ରୀ ଶ୍ରୀମୟୀ ମିଶ୍ର। ସେ ସାମାଜିକ ଗଣମାଧ୍ୟମରେ ବିଜେଡି ନାଁ ନନେଇ ଉଲ୍ଲେଖ କରିଛନ୍ତି ଯେ, ନୂଆପଡ଼ା ଉପନିର୍ବାଚନରେ ପୁରୁଷଙ୍କ ତୁଳନାରେ ମହିଳା ଭୋଟର ଅଧିକ ମତଦାନ କରିଛନ୍ତି। ଯାହା ନିର୍ବାଚନ ଫଳାଫଳର ଟ୍ରେଣ୍ଡ କହୁଛି, ଶୋଚନୀୟ ପରାଜୟ ନିଶ୍ଚିତ। ମହିଳାଙ୍କୁ ଅପମାନିତ କରି ମହାପ୍ରତାପୀ ରାବଣର ସୁବର୍ଣ୍ଣ ଲଙ୍କା ଶ୍ରୀହୀନ ହେଲା। କୁରୁବଂଶ ଧ୍ବଂସ ହେଲା। ଏବେ ସେହି ମାର୍ଗରେ ଓଡ଼ିଶାର ଏକ ନମ୍ବର ବୋଲାଉଥିବା ରାଜନୀତିକ ଦଳ। ମହିଳାମାନେ ଉଚିତ୍ ଶିକ୍ଷା ଦେଲେ।

  • Related Posts

    assembly odisha ଖୁବ୍‌ଶୀଘ୍ର ବିଧାନସଭା ମୌସୁମି ଅଧିବେଶନ; ସରକାରଙ୍କୁ ସଣ୍ଢୁଆଶୀ ଆକ୍ରମଣ ପାଇଁ ବିରୋଧୀଙ୍କ ପାଖରେ ଅନେକ ପ୍ରସଙ୍ଗ

    ଭୁବନେଶ୍ବର: ଖୁବ୍‌ଶୀଘ୍ର ବସିବାକୁ ଯାଉଥିବା ଓଡ଼ିଶା ବିଧାନସଭାର ମୌସୁମି ଅଧିବେଶନରେ ସରକାରଙ୍କୁ ସଣ୍ଢୁଆଶୀ ଆକ୍ରମଣ ପାଇଁ ବିରୋଧୀଙ୍କ ପାଖରେ ଅନେକ ପ୍ରସଙ୍ଗ ରହିଛି। ସେଗୁଡ଼ିକ ମଧ୍ୟରୁ ଏମ୍‌ଏମ୍‌ଡିଆର ସଂଶୋଧନ ବିଧେୟକକୁ ନେଇ ବିଧାନସଭା ହୁଲସ୍ତୁଲ ହେବାର ଯଥେଷ୍ଟ ସମ୍ଭାବନା ରହିଛି। ଏମ୍‌ଏମ୍‌ଡିଆର…

    Continue reading
    politics for mmdr ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

    ଭୁବନେଶ୍ୱର: ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ ରାଜ୍ୟର ରାଜସ୍ୱ ଉପରେ ଗଭୀର ପ୍ରଭାବ ପଡ଼ିବ ବୋଲି ବିରୋଧୀ ଅଭିଯୋଗ କରିଛନ୍ତି। ତେଣୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ