କୁସୁମଝର ମଧ୍ୟମ ଜଳସେଚନ ଡ୍ୟାମ୍‌ରେ କୁମ୍ଭୀର

ନବରଙ୍ଗପୁର,29/08: ସ୍ଥାନୀୟ କ୍ଷୁଦ୍ର ଜଳସେଚନ ବିଭାଗ ଅଧିନରେ ଥିବା ତଥା ହିର୍ଲି ଗାଁ ନିକଟରେ ଥିବା କୁସୁମଝର ମଧ୍ୟମ ଜଳସେଚନ ଡ୍ୟାମ୍‌ରେ କୁମ୍ଭୀର ରହିଥିବା ଦେଖିବାକୁ ମିଳିଛି। ଏ ନେଇ ଗତ କିଛି ଦିନ ହେବ ସାମାଜିକ ଗଣମାଧ୍ୟମ ଫେସବୁକରେ ଫଟୋ ଓ ଭିଡିଓ ଭାଇରାଲ ହୋଇଛି। ଫଟୋ ଓ ଭିଡିଓ ଏବେ ମୋବାଇଲରୁ ମୋବାଇଲକୁ ଘୁରି ବୁଲୁଛି। ତେବେ ବହୁ ଦିନ ଆଗରୁ ଏହି ଡ୍ୟାମ୍‌ରେ କୁମ୍ଭୀର ରହୁଥିବା ଚର୍ଚ୍ଚା ହେଉଥିଲା। ତେବେ ଘଡ଼ିଆଳ ନା ଥଣ୍ଟିଆ କୁମ୍ଭୀର ଏହାକୁ ନେଇ ବି ଚର୍ଚ୍ଚା ଜୋର ହେଉଛି। ସେହିପରି ଏହି ଡ୍ୟାମ୍‌ର ପାଣି ଚାଷ କାମରେ ଲାଗିବା ସହ ସ୍ଥାନୀୟ ଲୋକେ ନିତ୍ୟ ବ୍ୟବହାରରେ ଲଗାଉଛନ୍ତି। ବନବିଭାଗ ପକ୍ଷରୁ ଏହାକୁ ଯାଞ୍ଚ୍ କରି ପ୍ରକୃତ ତଥ୍ୟ ଲୋକଲୋଚନକୁ ଆଣିବାକୁ ମତ ପ୍ରକାଶ ପାଇଛି।

  • Related Posts

    ବ୍ରଜ ମୋହନ ଓଡ଼ିଶାର ନୂଆ ରାଜ୍ୟପାଳ

    ୪ ରାଜ୍ୟରେ ବଦଳିଲେ ରାଜ୍ୟପାଳ ନୂଆଦିଲ୍ଲୀ: ଓଡ଼ିଶାର ରାଜ୍ୟପାଳ ବଦଳି ଯାଇଛନ୍ତି । ହରିବାବୁ କମ୍ଭମ୍‌ପଟିଙ୍କ ବଦଳରେ ବ୍ରଜ ମୋହନ ରାମଙ୍କୁ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି । ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଛଅ ରାଜ୍ୟ ପାଇଁ…

    Continue reading
    ନିର୍ବାଚନୀ ରେକର୍ଡ ନିର୍ଭରଯୋଗ୍ୟ ରହିବାରେ ‘SIR’ ସାହାଯ୍ୟ କରିବ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଦିଲ୍ଲୀରେ ବିରୋଧୀଙ୍କ ପ୍ରତିବାଦ ମଧ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଏକ୍ସ’ରେ ପ୍ରତିକ୍ରିୟା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,ନିର୍ବାଚନୀ ରେକର୍ଡ ନିର୍ଭରଯୋଗ୍ୟ ରହିବାରେ ‘SIR’ ସାହାଯ୍ୟ କରିବ। ସ୍ୱଚ୍ଛ ଓ ସଠିକ୍‌ ଭୋଟର ତାଲିକା ପ୍ରସ୍ତୁତି ପାଇଁ ‘SIR’ ଆବଶ୍ୟକ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ