କେନାଲରେ ବଉଳା କୁମ୍ଭୀର : ଲୋକଙ୍କ ମଧ୍ୟରେ ଆତଙ୍କ

ରାଜନଗର: ବନ୍ୟା ପାଣିରେ ଭାସି ଆସିଲା କୁମ୍ଭୀର। ଉପର ମୁଣ୍ଡକୁ ଚାଲି ଆସିଛି ଏକ ବିରାଟ କାୟ ବଉଳା କୁମ୍ଭୀର। କୁମ୍ଭୀରକୁ ଦେଖି ସ୍ଥାନୀୟ ଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି । ବ୍ରାହ୍ମଣୀ ନଦୀରେ ତୃତୀୟ ଥର ପାଇଁ ବନ୍ୟା ଜଳ ପ୍ରବେଶ କରିଛି । ଯାହା ଫଳରେ ଅନେକ ଗାଁ ଗୁଡିକ ବନ୍ୟା ପାଣି ଘେରରେ ରହିଯାଇଛି । ଗତକାଲି କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ବ୍ଲକ ଝାଡ଼ପଡା କେନାଲରେ ଏହି ବିରାଟ କୁମ୍ଭୀର ଭାସୁଥିବାର ଲୋକେ ଦେଖିବାକୁ ପାଇଛନ୍ତି । ପୂର୍ବରୁ ଏକ କୁମ୍ଭୀର ଏହି କେନାଲ ନିକଟରୁ ଜଣେ ମହିଳାଙ୍କୁ ଟାଣି ନେଇଥିଲା । ଏବେ ପୁଣି ଥରେ ଏହି ସ୍ଥାନରେ ବିଶାଳ କାୟ କୁମ୍ଭୀରକୁ ଦେଖି ଭୟଭୀତ ହୋଇପଡିଛନ୍ତି ସ୍ଥାନୀୟ ଲୋକେ ।

  • Related Posts

    ନବରଙ୍ଗପୁରରେ ସାମ୍ବାଦିକଙ୍କ ଉପରେ ନିଶାସକ୍ତଙ୍କ ଆକ୍ରମଣରେ ଓଡିଶା ଡିଜିପିଙ୍କୁ ନୋଟିସ୍ ଜାରି କଲେ ଜାତୀୟ ମାନବାଧିକାର କମିଶନ ଦୁଇ ସପ୍ତାହ ମଧ୍ୟରେ ରିପୋର୍ଟ ତଲବ

    ଭୁବନେଶ୍ୱର,03।09:ଜାତୀୟ ମାନବାଧିକାର କମିଶନ (ଏନଏଚଆରସି) ଏକ ଗଣମାଧ୍ୟମ ରିପୋର୍ଟର ସ୍ୱତଃ ସଂଜ୍ଞାନ ନେଇଛନ୍ତି, ଯେଉଁଥିରେ ଦର୍ଶାଯାଇଥିଲା ଯେ ୨୯ ଅଗଷ୍ଟ, ୨୦୨୫ ରେ ଓଡ଼ିଶାର ନବରଙ୍ଗପୁର ଜିଲ୍ଲାର ପାପଡାହାଣ୍ଡି ଅଞ୍ଚଳରେ ଜଣେ ସାମ୍ବାଦିକଙ୍କୁ ଜନୈକ ନିଶାଶକ୍ତ ବ୍ୟକ୍ତି ଅନେକ ଥର ଛୁରାମାଡ଼…

    Continue reading
    ଆତ୍ମହତ୍ୟା ରୋକିବ ‘ଜୀବନ ଜିନ୍ଦାବାଦ୍’

    ଭୁବନେଶ୍ୱର,03।09: ରାଜ୍ୟରେ ଗତ କିଛି ଦିନ ହେବ ଯେଉଁଭଳି ଆତ୍ମହତ୍ୟାର ଖବର ଆସୁଛି, ଏହାକୁ କିଭଳି ରୋକାଯିବ, ସେନେଇ ବୁଧବାର ଲୋକସଭା ଭବନରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ନିଜ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ନବରଙ୍ଗପୁରରେ ସାମ୍ବାଦିକଙ୍କ ଉପରେ ନିଶାସକ୍ତଙ୍କ ଆକ୍ରମଣରେ ଓଡିଶା ଡିଜିପିଙ୍କୁ ନୋଟିସ୍ ଜାରି କଲେ ଜାତୀୟ ମାନବାଧିକାର କମିଶନ ଦୁଇ ସପ୍ତାହ ମଧ୍ୟରେ ରିପୋର୍ଟ ତଲବ

    ଆତ୍ମହତ୍ୟା ରୋକିବ ‘ଜୀବନ ଜିନ୍ଦାବାଦ୍’

    ସୁସ୍ଥ ଖାଦ୍ୟାଭ୍ୟାସକୁ ପ୍ରୋତ୍ସାହିତ କରିବା ପାଇଁ ଅଙ୍ଗନବାଡି କେନ୍ଦ୍ରରେ ଚିନି ବୋର୍ଡ ସ୍ଥାପନ

    ରପ୍ତାନୀ ନୀତି ଓ ବିଶ୍ଵ ବଜାର ସଂଯୋଗୀକରଣ ଶୀର୍ଷକ ରାଜ୍ୟ ସଂଲଗ୍ନ ପ୍ରଶିକ୍ଷଣ ଅଧିବେଶନ

    ଓଡ଼ିଶାର ଶିଳ୍ପାୟନ କ୍ଷେତ୍ରରେ ଅଭିବୃଦ୍ଧି ଦିଗରେ ଆଇଏଫ୍‌ଏସ୍‌ ଅଧିକାରୀମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ : ଶିଳ୍ପ ମନ୍ତ୍ରୀ

    ସ୍କୁଲ ସହ ଯୋଡ଼ିହେବ ଅଙ୍ଗନବାଡ଼ି କେନ୍ଦ୍ର, ଗାଇଡଲାଇନର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ