କେନ୍ଦୁଝର ବନଖଣ୍ଡରେ ମହାବଳ ପାଦଚିହ୍ନ ଠାବ

କେନ୍ଦୁଝର: କେନ୍ଦୁଝର ବନଖଣ୍ଡର ପାଟଣା ବନାଞ୍ଚଳର ମାଛଗଡ଼ ନିକଟରେ ମହାବଳ ବାଘୁଣୀର ପାଦଚିହ୍ନ ଠାବ ହୋଇଛି । ଉକ୍ତ ବାଘୁଣୀଟି ଶିମିଳିପାଳ ଅଭୟାରଣ୍ୟରୁ କେନ୍ଦୁଝର ବନଖଣ୍ଡକୁ ଆସିଛି । ମହାବଳ ପାଇଁ ଅଟେଇ ସଂରକ୍ଷିତ ଜଙ୍ଗଲରେ ୩୫ଟି କ୍ୟାମେରା ଲାଗିଛି । ଗତ ୨ ବର୍ଷ ତଳେ ମହାବଳ ବାଘ କେନ୍ଦୁଝର ବନଖଣ୍ଡର ଅଟେଇ ଓ ତେଲକୋଇ ବନାଞ୍ଚଳରେ ଠାବ ହୋଇଥିଲା । ମହାବଳ କିଛିଦିନ ରହିବା ପରେ ପୁଣି ଶିମିଳିପାଳ ଫେରି ଯାଇଥିଲା । ତେବେ ବାଘ ଫେରି ଯାଇଥିବା ବେଳେ ବାଘୁଣୀ ଏବେ କେନ୍ଦୁଝର ବନଖଣ୍ଡକୁ ଫେରିଛି । ଶିମିଳିପାଳରୁ ବାଘୁଣୀ ଆସି ପହଞ୍ଚି ଯିବା ପରେ ବନବିଭାଗ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡାକଡି ହୋଇଛି ।ବନ ବିଭାଗ ପକ୍ଷରୁ ଲୋକଙ୍କୁ ଜଙ୍ଗଲ ଭିତରକୁ ନଯିବାକୁ ସଚେତନ କରାଯାଉଛି।

  • Related Posts

    ବିଜେପିର ୪୬ ତମ ପ୍ରତିଷ୍ଠା ଦିବସ: ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

    ଭୁବନେଶ୍ବର: ବିଶ୍ବର ସର୍ବବୃହତ ରାଜନୈତିକ ଦଳ ବିଜେପିର ଆଜି ୪୬ ତମ ପ୍ରତିଷ୍ଠା ଦିବସ । ୪୫ ବର୍ଷ ତଳେ ଆଜିର ଦିନରେ ଅର୍ଥାତ ୬ ଏପ୍ରିଲ ୧୯୮୦ରେ ତିଆରି ହୋଇଥିଲା ଭାରତୀୟ ଜନତା ପାର୍ଟୀ। ବିଜେପିର ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା…

    Continue reading
    କଟକ ନେତାଜୀ ବସ ଟର୍ମିନାଲ ସ୍ଥାନାନ୍ତର ଦାବି ଉଠାଇଲେ ଭର୍ତ୍ତୃହରି

    କଟକ : କଟକ ନେତାଜୀ ବସ ଟର୍ମିନାଲରେ ସ୍ଥାନାନ୍ତର ନେଇ କଟକ ସାଂସଦ ଭର୍ତ୍ତୃହରି ମହତାବଙ୍କ ଦାବି । ଭର୍ତ୍ତୃହରି କହିଛନ୍ତି, କଟକ ବସ ଗମନାଗମନ ସୁଗମ କରିବାକୁ କାଠଯୋଡ଼ି ଉପରେ ୧୩୦ କୋଟି ଟଙ୍କା ବ୍ୟୟରେ ୬ ଲେନ୍ ସେତୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ