କେନ୍ଦୁପତ୍ର ତୋଳାଳି ମାନଙ୍କ ପାଇଁ ୫୨.୬୩ କୋଟି ଟଙ୍କ। ଲାଭାଂଶ ପ୍ରଦାନ ଘୋଷଣା

ଭୁବନେଶ୍ୱର: କେନ୍ଦୁପତ୍ର ହିତାଧିକାରୀ ମାନଙ୍କ କଲ୍ୟାଣ ପାଇଁ, ଆମ ସରକାର, ୨୦୨୪ କେନ୍ଦୁପତ୍ର ଶସ୍ୟ ବର୍ଷ ପାଇଁ ୮,୫୯,୪୪୯ ଜଣ କେନ୍ଦୁପତ୍ର ତୋଳାଳି ମାନଙ୍କ ପାଇଁ ଶତକଡା ୨୫ ହାରରେ ୫୨.୬୩ କୋଟି ଟଙ୍କ। ଲାଭାଂଶ ପ୍ରଦାନ କରିବାପାଇଁ ଘୋଷଣା କରିଛନ୍ତି। ୮,୫୯,୪୪୯ ଜଣ ତୋଳାଳୀଙ୍କ ମଧ୍ୟରୁ ୮୩.୯୨% ମହିଳା ଅଟନ୍ତି ଜ୍ଝସେହିପରି, ୨୦,୫୦୨ ଜଣ କେନ୍ଦୁପତ୍ର ବନ୍ଧେଇ ଶ୍ରମିକମାନଙ୍କୁ ଶତକଡା ୫ ହାରରେ ୧.୯୪ କୋଟି ଟଙ୍କା ପ୍ରୋତ୍ସାହନ ରାଶି ଏବଂ ୧୬,୭୫୪ ଜଣ କେନ୍ଦୁପତ୍ର ସାମୟିକ କର୍ମଚାରୀମାନଙ୍କୁ ଶତକଡା ୫ ହାରରେ ୪.୯୯ କୋଟି ଟଙ୍କା ପ୍ରୋତ୍ସାହନ ରାଶି ପ୍ରଦାନ କରିବାପାଇଁ ଆମ ସରକାର ଘୋଷଣା କରିଛନ୍ତି। ଉପରୋକ୍ତ ଲାଭାଂଶକୁ ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ (ଡ଼ିବିଟି) ମାଧ୍ୟମରେ ପ୍ରଦାନ କରାଯାଉଅଛି। ମୁଖ୍ୟମନ୍ତ୍ରୀ କେନ୍ଦୁପତ୍ର ତୋଳାଳି ଯୋଜନାର ସଫଳ ରୂପାୟନ ପାଇଁ ୨କ୍ଟ୨୪-୨୫ ଆର୍ଥିକ ବର୍ଷରେ “ମୁଖ୍ୟମନ୍ତ୍ରୀ କେନ୍ଦୁପତ୍ର କଲ୍ୟାଣ ପାଣ୍ଠି” ମାଧ୍ୟମରେ ୫୦.୦୦ କୋଟି ଟଙ୍କାର ଅର୍ଥ ବ୍ୟବସ୍ଥା କରାଯାଇଛି।

  • Related Posts

    ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

    ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

    Continue reading
    ନ୍ୟାସନାଲ ଅର୍ବାନ କନକ୍ଲେଭ, ୨୩ରେ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଭୁବନେଶ୍ୱରରେ ହେବ ନ୍ୟାସନାଲ  ଅର୍ବାନ କନକ୍ଲେଭ୍‌ (ଜାତୀୟ ସହରାଞ୍ଚଳ  ସମ୍ମେଳନ) । ଆସନ୍ତା ୨୩ରୁ ୨୫ ତାରିଖ  ଯାଏ ଏହି ସମ୍ମେଳନ ହେବ । ଏଥିରେ  ସବୁ ମହାନଗର ନିଗମର ମେୟର ଓ  କମିଶନର ଯୋଗ ଦେବାର କାର୍ଯ୍ୟକ୍ରମ  ରହିଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ