କେରଳରେ ବିଜେପି ହିଁ ବିକାଶ ଆଣିବ: ପ୍ରଧାନମନ୍ତ୍ରୀ

ତିରୁଅନନ୍ତପୁରମ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର କେରଳ ଗସ୍ତରେ ଯାଇଥିବାବେଳେ ଏକାଧିକ ନିର୍ବାଚନ ସଭାକୁ ସମ୍ବୋଧିତ କରିଛନ୍ତି। ତିରୁଭାଲା ସହରରେ ଆୟୋଜିତ ଏକ ସଭାରେ ଭାଷଣ ଦେବା ଅବସରରେ ମୋଦୀ କହିଛନ୍ତି ଯେ ରାଜ୍ୟରେ କ୍ଷମତାସୀନ ଏଲଡିଏଫ୍‌ (ଲେଫ୍ଟ ଡେମୋକ୍ରାଟିକ ଫ୍ରଣ୍ଟ) ସରକାର ଦୁର୍ନୀତିରେ ବୁଡି ରହିଥିବାରୁ ଲୋକହିତକର କାର୍ୟ୍ୟ ଏକ ସ୍ବପ୍ନ ପାଲଟିଛି।

କେବଳ ବିଜେପି କ୍ଷମତାକୁ ଆସିଲେ ରାଜ୍ୟରେ ବିକାଶ ସମ୍ଭବ ହୋଇପାରିବ ବୋଲି ମୋଦୀ କହିଛନ୍ତି। ଏହି ପ୍ରସଙ୍ଗରେ ମୋଦୀ କେନ୍ଦ୍ରରେ ପୂର୍ବରୁ କ୍ଷମତାସୀନ ୟୁପିଏ ସରକାରଙ୍କୁ ସମାଲୋଚନା କରିଛନ୍ତି। ମୋଦୀ କହିଛନ୍ତି ୟୁପିଏ ୨୦୦୪ରୁ ୨୦୧୪ ପର୍ୟ୍ୟନ୍ତ ଶାସନ କ୍ଷମତାରେ ଥିବାବେଳେ କେରଳକୁ ଯେଉଁ ଅନୁଦାନ ଦେଇଥିଲା, ଏନଡିଏ ସରକାର ସେହି ତୁଳନାରେ ଯଥେଷ୍ଟ ଅଧିକ ଅନୁଦାନ ଦେଇଥିବା ମୋଦୀ କହିଛନ୍ତି। ସେ ଆହୁରି କହିଛନ୍ତିି ‘ମୁଁ ପୂର୍ବରୁ ଅନେକଥର କେରଳ ଆସିଛି। ତେବେ ଏଥର ରାଜ୍ୟରେ ପରିବର୍ତ୍ତନର ହାୱା ବହୁଥିବା ଲକ୍ଷ୍ୟ କରୁଛି’।

  • Related Posts

    ନଡ୍ଡା ଅସୁସ୍ଥ, ଏମ୍ସରେ ଭର୍ତ୍ତି

    କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ ହୋଇ ପଡ଼ିଛନ୍ତି। ସେ ହଠାତ୍‌ ଅସହଜ ଅନୁଭବ କରିବାରୁ ତାଙ୍କୁ ତତ୍କାଳ ଦିଲ୍ଲୀ ସ୍ଥିତି ଏମ୍ସରେ ଭର୍ତ୍ତି କରାଯାଇଛି। ଶ୍ରୀ ନଡ୍ଡା ଛାତିରେ ଯନ୍ତ୍ରଣା ଅନୁଭବ କରୁଥିବାରୁ ତାଙ୍କ ହାର୍ଟର ଏଞ୍ଜିଓଗ୍ରାଫି କରାଯାଇଛି। ଏବେ…

    Continue reading
    ଦିଲ୍ଲୀ ହାଇକୋର୍ଟକୁ ବୋମା ଧମକ

    ଆସନ୍ତାକାଲି ଦେଶ ପାଳିବ ସ୍ୱାଧୀନତାର ୮୦ତମ ବର୍ଷ ପୂର୍ତ୍ତି। ଏଥିପାଇଁ ସବୁ ଆଡ଼େ ଜୋରସୋରରେ ଚାଲିଛି ପ୍ରସ୍ତୁତି। ଦିଲ୍ଲୀର ଲାଲକିଲାରେ ପ୍ରତିବର୍ଷ ଭଳି ଏଥର ମଧ୍ୟ ପୂରା ଦେଶ ଦେଖିବ ଭାରତର ପରାକ୍ରମ।ହେଲେ ସ୍ୱାଧୀନତା ଦିବସର ଦିନକ ପୂର୍ବରୁ ଦେଶର ରାଜଧାନୀ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ