କୋରାପୁଟ: କୋରାପୁଟ ବସଷ୍ଟାଣ୍ଡରେ ଛୁରାମାଡ଼। ବସ ଟାଇମିଂକୁ ନେଇ ବୁଧବାର ଅପରାହ୍ନରେ କୋରାପୁଟ ଘରୋଇ ମାଲିକ ସଂଘ ସଭାପତି ଏସ୍. କାସିମଙ୍କୁ କିଛି ଦୁର୍ବୃତ୍ତ ଛୁରାମାଡ଼ କରି ଫେରାର ହୋଇଯାଇଥିବା ଜଣାପଡ଼ିଛି। ଏ ନେଇ କୋରାପୁଟ ଟାଉନ୍ ଥାନାରେ ଲିଖିତ ଏତଲା ପ୍ରଦାନ କରାଯାଇଛି। ଏତଲା ପାଇବା ପରେ ପୋଲିସ ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି। ଅଭିଯୁକ୍ତ ଫେରାର ଥିବାରୁ ତାଙ୍କୁ ଖୋଜା ଚାଲିଛି।
State-wide fire safety mock drill on March 28
Bhubaneswar,23/03/2026: The Housing & Urban Development Department, in collaboration with Odisha Fire Services, conducted a sensitization workshop on fire safety awareness and preparedness today. The session was aimed at synchronizing…


