‘କ୍ରାଇମବ୍ରାଞ୍ଚ ଚାପମୁକ୍ତ ହୋଇ କରୁଛି ତଦନ୍ତ’

ବାଲିଅନ୍ତା : ବାଲିଅନ୍ତା ଭିଡ଼ହିଂସାରେ ସୌମ୍ୟରଞ୍ଜନ ହତ୍ୟା ମାମଲାରେ ଡିଜିପିଙ୍କ ବଡ଼ ବୟାନ । ପୁଲିସ ଡିଜି ବିନୟତୋଷ ମିଶ୍ର ବଡ଼ ସୂଚନା ଦେଇଛନ୍ତି । କହିଛନ୍ତି, କ୍ରାଇମବ୍ରାଞ୍ଚ ସମ୍ପୂର୍ଣ୍ଣ ପ୍ରୋଫେସନାଲ୍ ଭାବେ କାର୍ଯ୍ୟ କରୁଛି । କୌଣସି ବାହ୍ୟ ଚାପ ନାହିଁ । ଯେତେବେଳେ କାହାର ବୟାନ ଉପରେ ସନ୍ଦେହ ସୃଷ୍ଟି ହୁଏ, ସେତେବେଳେ ହିଁ ଲାଇ ଡିଟେକ୍ସନ୍ ଟେଷ୍ଟ କରାଯାଏ । କୌଣସି ବ୍ୟକ୍ତି ଅଭିଯୋଗ ଆଣିଲା ମାତ୍ରେ ପ୍ରଥମରୁ ହିଁ ତାଙ୍କୁ ସନ୍ଦେହ କରି ଲାଇ ଡିଟେକ୍ସନ୍ କରିବା ତଦନ୍ତର ମୂଳ ସିଦ୍ଧାନ୍ତ ବିରୁଦ୍ଧ ଅଟେ । ଯେଉଁଠାରେ ତଦନ୍ତକାରୀ ଟିମ୍‌କୁ ସନ୍ଦେହ ଲାଗିଥିଲା, ସେଠାରେ ସୌମ୍ୟଙ୍କ ସାଙ୍ଗ ଓମ୍‌ଙ୍କର ପୋଲିଗ୍ରାଫ୍ ଟେଷ୍ଟ କରାଯାଇସାରିଛି ।

  • Related Posts

    ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ଉପରେ ରହିବ ନଜର-ପୋଲିସ ଡିଜି

    ଛାତ୍ର ସଂସଦ ନିର୍ବାଚନକୁ ନେଇ ଏବେଠୁ କଡ଼ା ହୋଇଛି ପୋଲିସ ପ୍ରଶାସନ। କଲେଜ ନିର୍ବାଚନ ସମୟରେ କ୍ୟାମ୍ପସ୍‌ରେ ଯେପରି କୌଣସି ପ୍ରକାର ଅଶାନ୍ତି କିମ୍ବା ଗଣ୍ଡଗୋଳ ସୃଷ୍ଟି ନହୁଏ, ସେଥିପାଇଁ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ବିଶେଷକରି ଅଣଛାତ୍ରଙ୍କ…

    Continue reading
    ଓଡ଼ିଶା ଆସୁଛନ୍ତି ପ୍ରତିରକ୍ଷା

    କୋରାପୁଟ: ମଙ୍ଗଳବାର କୋରାପୁଟ ଜିଲାର ସୁନାବେଡ଼ା ଗସ୍ତରେ ଆସିବେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ। ତାଙ୍କ ସହ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଉପସ୍ଥିତ ରହିବେ। ନୂଆଦିଲ୍ଲୀରୁ ବିଶାଖାପାଟଣା ଦେଇ ରାଜନାଥ ସିଂ ସିଧାସଳଖ ସୁନାବେଡ଼ାର ଟିଟିଏସ୍‌…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ