
ପାରାଦୀପ: ପାରାଦୀପ ଗଡ଼ ବଜାର ନିକଟରେ ପାଣିଖାଲକୁ ଖସିଲା କାର। କାରରେ ଥିବା ଦମ୍ପତି ମୃତ। ମୃତକ ହେଲେ ବିଭୂତି ଭୂଷଣ ଦାସ ଓ ପତ୍ନୀ ପ୍ରତିମା ଦାସ। ପାରାଦ୍ଵୀପ ବନ୍ଦର ମେରାଇନ ବିଭାଗରେ ଚାକିରି କରିଥିଲେ ବିଭୂତି। ଡିଭାଇଡରରେ ପିଟି ହୋଇ ଖାଲକୁ ଖସିଥିବା ସୂଚନା।
ଘଟଣାସ୍ଥଳରେ ଲକ୍ ଥାନା ପୁଲିସ ତଦନ୍ତ ଆରମ୍ଭ କରିଛି।



