ଖୁବ୍‌ଶୀଘ୍ର ଓଡ଼ିଶାରେ ହେବ HCL କ୍ୟାମ୍ପସ୍

ନୂଆଦିଲ୍ଲୀ: ଖୁବ୍‌ଶୀଘ୍ର ଓଡ଼ିଶାରେ HCLର କ୍ୟାମ୍ପସ ହେବ । ଏ ନେଇ ପ୍ରାଥମିକ ପର୍ଯ୍ୟାୟ ଆଲୋଚନା ଶେଷ ହୋଇଛି । ଏ ନେଇ ଆଲୋଚନା ପାଇଁ ଖୁବ୍‌ଶୀଘ୍ର HCLର ଏକ ଟିମ୍ ଓଡ଼ିଶା ଆସିବ ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ HCL କର୍ତ୍ତୃପକ୍ଷଙ୍କୁ ଓଡ଼ିଶା ଆସି ପୁରୀ ଜଗନ୍ନାଥଙ୍କ ଦର୍ଶନ କରିବା ପାଇଁ ଆମନ୍ତ୍ରଣ କରିଛନ୍ତି ।

ତିନି ଦିନିଆ ଦିଲ୍ଲୀ ଗସ୍ତରେ ଆସି ପ୍ରଥମ ଦିନରେ ନୋଏଡା HCL ଟେକ୍ ପରିଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ । HCL ଟେକ୍ ପରିଦର୍ଶନ ସହ ଏବଂ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା ପାଇଁ ମୁଖ୍ୟମନ୍ତ୍ରୀ ପହଞ୍ଚିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସହ ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ୱାଇଁ ମଧ୍ୟ ଉପସ୍ଥିତ ଥିଲେ । HCL ପ୍ରାଙ୍ଗଣରେ ନିମ ଗଛ ଲଗାଇଛନ୍ତି ମୁଖ୍ୟମନ୍ତ୍ରୀ ।

ସୂଚନାଯୋଗ୍ୟ ଯେ, ୩ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଦିଲ୍ଲୀରେ କେତେକ ଗୁରୁତ୍ବପୂର୍ଣ୍ଣ MoU ସ୍ବାକ୍ଷରିତ ହେବାର କାର୍ଯ୍ୟକ୍ରମ ରହିଛି । IOCL, ISPRL, ପେଟ୍ରୋନେଟ୍ LNG ସହ ବୁଝାମଣା ହେବ । ନୋଏଡ଼ାର HCL ଟେକ୍ନୋଲୋଜି ସହ ମଧ୍ୟ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ । ବହୁ ଶିଳ୍ପସଂସ୍ଥାର ମୁଖ୍ୟଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି ।

  • Related Posts

    ଛାତ୍ର ସଂସଦ ନିର୍ବାଚନ ଭବିଷ୍ୟତର ନେତୃତ୍ୱ ଗଢ଼ିବାର ଏକ ମଜଭୁତ ମୂଳଦୁଆ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଓଡ଼ିଶାରେ ଛାତ୍ର ସଂସଦ ନିର୍ବାଚନ ପରିଚାଳନାକୁ ନେଇ ବଢ଼ୁଥିବା କଳ୍ପନାଜଳ୍ପନା ମଧ୍ୟରେ, ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ଭୁବନେଶ୍ୱରର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଥିଲେ । ରାଜ୍ୟ ସରକାର ଖୁବ୍‌ଶୀଘ୍ର ସାରା ଓଡ଼ିଶାର କଲେଜ…

    Continue reading
    ବଡ଼ ଖବର: ୧୫ରେ ଛାତ୍ର ସଂସଦ ନିର୍ବାଚନ

    ଭୁବନେଶ୍ୱର: ଦୀର୍ଘ ବର୍ଷର ଅପେକ୍ଷାର ଅନ୍ତଃ ହୋଇଛି । ଆସନ୍ତା ୧୫ ତାରିଖ ଦିନ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି । ଏନେଇ ସୋମବାର ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ