ଗଜପତିରେ ପାହାଡ଼ି ବନ୍ୟାର ଭୟଙ୍କର ରୂପ

ଗଜପତିରେ ପାହାଡ଼ି ବନ୍ୟାର ଭୟଙ୍କର ରୂପ । ଭୁସ୍  ଭୁସ୍  ହୋଇ ପାହାଡ଼ ଉପରୁ ମାଡ଼ି ଆସିଲା ପାଣି ! ଆଖି ପିଛୁଳାକେ ବଦଳିଗଲା ଦୃଶ୍ୟ। ମନ୍ଦିର ଚାରିପଟେ ବନ୍ୟାଜଳର ଭୟଙ୍କର ସ୍ରୋତ । ଶିବମନ୍ଦିରର ଉଚ୍ଚତା ପର୍ଯ୍ୟନ୍ତ ପହଞ୍ଚିଲା ପାଣି ।

ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଗଜପତି ଜିଲ୍ଲାରେ ବର୍ଷାର ତାଣ୍ଡବ। ଆର୍ . ଉଦୟଗିରି ବ୍ଲକର ରଣ୍ଡିବା ଗାଁ ନିକଟସ୍ଥ ଶିବମନ୍ଦିର ଚାରିପଟେ ପ୍ରବାହିତ ହେଉଛି ବନ୍ୟାଜଳ। ପାହାଡ଼ ଉପରୁ ପ୍ରଖର ବେଗରେ ମାଡ଼ି ଆସୁଥିବା ପାଣି ମନ୍ଦିରର ଉଚ୍ଚତା ପର୍ଯ୍ୟନ୍ତ ପହଞ୍ଚିଥିବା ଦେଖିବାକୁ ମିଳିଛି। ପ୍ରକୃତିର ଏହି ଭୟଙ୍କର ରୂପ ଯେମିତି ଛାତି ଥରାଇ ଦେଉଛି। ପାହାଡ଼ ଉପରୁ ହଠାତ୍ ମାଡ଼ି ଆସୁଥିବା ବନ୍ୟାଜଳ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି କରିଛି।

  • Related Posts

    ଭିଜିଲାନ୍ସ ପଞ୍ଝାରେ ଫୁଲନଖରା ଡେପୁଟି ଫରେଷ୍ଟ ରେଞ୍ଜର

    କଟକ : ଲକ୍ଷେ ଟଙ୍କା ଲାଞ୍ଚ ନେଉଥିଲେ, ମାଡ଼ି ବସିଲା ଭିଜିଲାନ୍ସ । ଲାଞ୍ଚ ନେଇ ଧରା ପଡ଼ିଲେ କଟକ ଫୁଲନଖରା ଡେପୁଟି ଫରେଷ୍ଟ ରେଞ୍ଜର ମୌସୁମୀ ବେହେରା । ଜୁଲାଇରୁ ସେପ୍ଟେମ୍ଵର ମାସ ମଧ୍ୟରେ ବୃକ୍ଷରୋପଣ ସମ୍ପର୍କିତ ବିଲ୍ ପାସ୍…

    Continue reading
    ମାଲାଗୁଡ଼ାରେ କଲଭର୍ଟ ଧୋଇଗଲା, ଯୋଗାଯୋଗ ବିଚ୍ଛିନ୍ନ; କ୍ଷୟକ୍ଷତି ଅନୁଧ୍ୟାନ କଲେ ସାଂସଦ ପ୍ରତିନିଧି

    ରାଇକିଆ: ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ କନ୍ଧମାଳ ଜିଲାର ରାଇକିଆ ବ୍ଲକ୍‌ରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଦୁଇ ଦିନ ଧରି ଅବିଶ୍ରାନ୍ତ ବର୍ଷା ଲାଗି ରହିଥିବାବେଳେ ଗତ ୨୪ ଘଣ୍ଟା ମଧ୍ୟରେ ୩୮୬ ମିମି ବର୍ଷା ରେକର୍ଡ ହୋଇଛି। ପ୍ରବଳ ବର୍ଷା ଯୋଗୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !

    ବିନା ପେଟ୍ରୋଲ, ଡିଜେଲ, ସିଏନ୍‌ଜି ଓ ବ୍ୟାଟେରିରେ ବି ଚାଲିବ ଗାଡ଼ି

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ