ଗଠନ ହେବ ଓଡ଼ିଶା ୟୁନିଫର୍ମ ସେବା କର୍ମଚାରୀ ମନୋନୟନ ଆୟୋଗ

ଭୁବନେଶ୍ବର,22/11: ରାଜ୍ୟରେ ଲଘୁ ଖଣି ଲିଜ୍ ଆବଣ୍ଟନ ପାଇଁ ରାଜ୍ୟ ସରକାର ଇ-ଲଟେରି ବ୍ୟବସ୍ଥା ପ୍ରଚଳନ କରିଛନ୍ତି। ଏହାସହ ବେଆଇନ ଖଣି ଖନନ ଓ ଚୋରାଚାଲାଣ ରୋକିବାକୁ ଓଡ଼ିଶା ଖଣିଜ ପଦାର୍ଥ ନିୟମାବଳୀ, ୨୦୦୭କୁ ଉଚ୍ଛେଦ କରି ଓଡ଼ିଶା ଖଣିଜ ପଦାର୍ଥ ନିୟମାବଳୀ ୨୦୨୫ ପ୍ରଣୟନ କରାଯାଇଛି। ସେହିପରି ପୁଲିସ ଓ ଅନ୍ୟାନ୍ୟ ୟୁନିଫର୍ମ ସେବା ପାଇଁ ନିଯୁକ୍ତି ପରୀକ୍ଷାରେ ଅନିୟମିତତା ଅଭିଯୋଗ ଆସିବା ପରେ ରାଜ୍ୟ ସରକାର ‘ଓଡ଼ିଶା ୟୁନିଫର୍ମଡ୍ ସର୍ଭିସ ଷ୍ଟାଫ ସିଲେକ୍ସନ କମିସନ’ ବା ଓଡ଼ିଶା ୟୁନିଫର୍ମ ସେବା କର୍ମଚାରୀ ମନୋନୟନ ଆୟୋଗ ଗଠନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ କ୍ୟାବିନେଟ ବୈଠକରେ ଏହି ତିନି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ସମେତ ମୋଟ ୧୨ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ୩୦ତମ ବୈଠକ ଶୁକ୍ରବାର ହୋଇଥିଲା।

  • Related Posts

    ବିପଦସଙ୍କୁଳ କାଠ ପୋଲ ଭରଷାରେ ଦେସିଙ୍କୁଳି ଗ୍ରାମବାସୀ

    ଦେବଗଡ଼:ନିର୍ବାଚନ ପରେ ନିର୍ବାଚନ ଯାଉଛି ସତ କିନ୍ତୁ ଜିଲ୍ଲାରେ ବଦଳୁନି ଗ୍ରାମାଞ୍ଚଳର ଗମନାଗମନର ଚିତ୍ର।ନାଳ ଉପରେ ଥିବା ପୁରୁଣା ପୋଲଟି ବହୁ ବର୍ଷ ହେବ ବର୍ଷାରେ ଧୋଇ ଯିବାରୁ ଭୁସୁଡି ପଡିବା ସହିତ ନାଳ ଉପରେ ପୋଲ ନିର୍ମାଣ କରିବା ପାଇଁ…

    Continue reading
    ବିଭିନ୍ନ ପ୍ରମୁଖ ଯୋଜନାର ସମନ୍ୱୟରେ ସୁଦୃଢ଼ ହେବ ସ୍କୁଲ ଶିକ୍ଷା ବ୍ୟବସ୍ଥା- ଧର୍ମେନ୍ଦ୍ର ପ୍ରଧାନ

    ନୂଆଦିଲ୍ଲୀ, ମଇ ୨୯ – କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ନୂଆଦିଲ୍ଲୀ ଠାରେ ‘ସମଗ୍ର ଶିକ୍ଷା ଅଭିଯାନ’ ଅଧୀନରେ ପାଣ୍ଠି ପ୍ରଦାନ ଏବଂ ଏହାର ବିନିଯୋଗ ନେଇ ଏକ ବିସ୍ତୃତ ସମୀକ୍ଷା ବୈଠକ କରିଛନ୍ତି । ଶିକ୍ଷା ମନ୍ତ୍ରଣାଳୟର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ