ଗାନ୍ଧୀ ମାର୍ଗରେ ରିହର୍ସଲ ପରେଡ୍‌

୭୯ ତମ ସ୍ବାଧିନତା ଦିବସ ପାଇଁ ପ୍ରସ୍ତୁତି ଅବସରରେ ଭୁବନେଶ୍ବର ଗାନ୍ଧୀମାର୍ଗରେ ଆଜି ପରେଡ୍‌ ରିହର୍ସଲ ଆୟୋଜିତ ହୋଇଛି । ଚଳିତ ବର୍ଷ ପୁଲିସ ବ୍ୟାଣ୍ଡ ସହ ବିଭିନ୍ନ ସ୍କୁଲର ବ୍ୟାଣ୍ଡ ମଧ୍ୟ ପରେଡ୍‌ ସମାରୋହରେ ତାଙ୍କ କମାଲ ଦେଖାଇବେ । ଏଥର ସ୍ବାଧୀନତା ଦିବସ ପରେଡ୍‌ ସମାରୋହରେ ନେତୃତ୍ଵ ନେବେ କଣ୍ଟିଜେଣ୍ଟ କମାଣ୍ଡର ଅନନ୍ୟା ଅବସ୍ତି । ଏଥର ଏହି ପରେଡ୍‌ ସମାରୋହରେ ନୂତନ ଭାବେ ସାମିଲ୍ ହୋଇଛନ୍ତି ଆନ୍ଧ୍ର ପୁଲିସ । ଏହି ରାଜ୍ୟସ୍ତରୀୟ ପରେଡ୍‌ ସମାରୋହରେ ପୁଲିସର ବିଭିନ୍ନ ପ୍ଲାଟୁନ ଯଥା OSAP, IR ବାଟାଲିୟନ, SOG, OSAF, OISF, ଓଡ୍ରାଫ, ଟ୍ରାଫିକ ପୁଲିସ ସହ ଫାୟର ସର୍ଭିସ୍ ଏବଂ ITBP, NDRF, ବିଏସଏଫ୍, ସିଆରପିଏଫ୍, ଓଡ୍ରାଫ ଟିମ ଭଳି ୫୦ଟି କଣ୍ଟିଜେଣ୍ଟ । ଏହାସହ ଏକାଧିକ ସ୍କୁଲ ଛାତ୍ରଛାତ୍ରୀ ମାନେ ପରେଡରେ ଅଂଶଗ୍ରହଣ କରିବେ । ଆଜି ଏନେଇ ଫାଇନାଲ ରିହର୍ସଲ ଆୟୋଜିତ ହୋଇଛି ।

  • Related Posts

    ହସ୍ତତନ୍ତ ପିନ୍ଧି ଓଡ଼ିଶା ବାସୀ ପାଳିଲେ “ଆମ ପୋଷାକ ଆମ ପରିଚୟ” ଦିବସ

    ୨ ଏପ୍ରିଲ, ୨୦୨୬, ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଏପ୍ରିଲ ୧ରୁ ୧୪ ତାରିଖ ପର୍ଯ୍ୟନ୍ତ ପାଳନ ହେଉଛି ଓଡ଼ିଆ ପକ୍ଷ। ଆଜି ଓଡ଼ିଆ ପକ୍ଷ ପାଳନର ଦ୍ଵିତୀୟ ଦିବସରେ ଓଡ଼ିଶା ବାସୀ ପାରମ୍ପରିକ ପୋଷାକ…

    Continue reading
    ରାଜ୍ୟରେ ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର

    ଭୁବନେଶ୍ଵର : ରାଜ୍ୟରେ ଜନଗଣନାକୁ ନେଇ ଆସିଲା ବଡ଼ ଅପଡେଟ୍। ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର ଲୋକ। ସ୍ଵଜନଗଣନା ପ୍ରକ୍ରିୟାରେ ଅଧିକରୁ ଅଧିକ ସାମିଲ ହେବା ପାଇଁ ସାଧାରଣ ଲୋକଙ୍କୁ ଅପିଲ୍ କଲେ ମୁଖ୍ୟ ଶାସନ ସଚିବ ଏବଂ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ