ଗୁରୁବାର ୫ ଘଣ୍ଟା ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ

ପୁରୀ: ଆସନ୍ତାକାଲି ୫ ଘଣ୍ଟା ସର୍ବସାଧାରଣଙ୍କ ପାଇଁ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ । ଗୁରୁବାର ସନ୍ଧ୍ୟା ୫ରୁ ରାତି ୧୦ଟା ପର୍ୟ୍ୟନ୍ତ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ । ଭାଦ୍ରବ ଶୁକ୍ଳ ଦ୍ୱାଦଶ ତିଥିରେ ବାମନ ଜନ୍ମ ନୀତି ପାଇଁ ଦର୍ଶନ ବନ୍ଦ ରହିବ । ଭକ୍ତମାନେ ଏହି ସମୟ ମଧ୍ୟରେ ପ୍ରଭୁଙ୍କୁ ଦର୍ଶନ କରିପାରିବେ ନାହିଁ । ଅନ୍ୟପଟେ ଶ୍ରୀମନ୍ଦିରରେ ଭକ୍ତମାନଙ୍କ ପାଇଁ ‘ଧାଡ଼ି’ ଦର୍ଶନ ବ୍ୟବସ୍ଥା ପ୍ରବର୍ତ୍ତନ କରାଯିବ। ବୁଧବାର ଶ୍ରୀମନ୍ଦିର ପରିଚାଳନା କମିଟି ଏହି ପ୍ରସ୍ତାବକୁ ମଞ୍ଜୁରି ଦେଇଛି। ଏହି ବ୍ୟବସ୍ଥା ନାଟମଣ୍ଡପରେ ପ୍ରଥମେ ପରୀକ୍ଷାମୂଳକ ଭାବେ ଆରମ୍ଭ ହେବ, ପରେ ପୂର୍ଣ୍ଣାଙ୍ଗ ରୂପେ ଲାଗୁ ହେବ। କମିଟି ଶ୍ରୀଜିଉଙ୍କ ନୀତି ସମୟାନୁସାରେ ସମ୍ପନ୍ନ ହେବା ପାଇଁ ମନ୍ଦିର କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛି।

  • Related Posts

    ହସ୍ତତନ୍ତ ପିନ୍ଧି ଓଡ଼ିଶା ବାସୀ ପାଳିଲେ “ଆମ ପୋଷାକ ଆମ ପରିଚୟ” ଦିବସ

    ୨ ଏପ୍ରିଲ, ୨୦୨୬, ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଏପ୍ରିଲ ୧ରୁ ୧୪ ତାରିଖ ପର୍ଯ୍ୟନ୍ତ ପାଳନ ହେଉଛି ଓଡ଼ିଆ ପକ୍ଷ। ଆଜି ଓଡ଼ିଆ ପକ୍ଷ ପାଳନର ଦ୍ଵିତୀୟ ଦିବସରେ ଓଡ଼ିଶା ବାସୀ ପାରମ୍ପରିକ ପୋଷାକ…

    Continue reading
    ରାଜ୍ୟରେ ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର

    ଭୁବନେଶ୍ଵର : ରାଜ୍ୟରେ ଜନଗଣନାକୁ ନେଇ ଆସିଲା ବଡ଼ ଅପଡେଟ୍। ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର ଲୋକ। ସ୍ଵଜନଗଣନା ପ୍ରକ୍ରିୟାରେ ଅଧିକରୁ ଅଧିକ ସାମିଲ ହେବା ପାଇଁ ସାଧାରଣ ଲୋକଙ୍କୁ ଅପିଲ୍ କଲେ ମୁଖ୍ୟ ଶାସନ ସଚିବ ଏବଂ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ