ଗୃହର ମର୍ୟ୍ୟାଦା ରହିବା ଜରୁରୀ:ମନମୋହନ ସାମଲ

ଭୁବନେଶ୍ୱର : ରାଜଧାନୀରେ ରାଜନୀତି ହାଇଡ୍ରାମା । ପ୍ରଥମେ ବିଧାନସଭା, ପରେ ରାଜରାସ୍ତା, ଆଉ ଏବେ ପ୍ରେସ୍‌ମିଟ୍‌ ଜରିଆରେ ଚାଲିଛି ଆରୋପ -ପ୍ରତ୍ୟାରୋପ । ବୁଧବାର କଂଗ୍ରେସ ପ୍ରେସମିଟ୍‌ କରି ସରକାରଙ୍କୁ ଟାର୍ଗେଟ କରିଥିବା ବେଳେ ଗୁରୁବାର ଦିନ ରାଜ୍ୟ ବିଜେପି ପକ୍ଷରୁ ଆୟୋଜିତ ହୋଇଥିଲା ପ୍ରେସ୍‌ମିଟ୍‌ । ଏଥିରେ ବିରୋଧୀଙ୍କ ଉପରେ ବର୍ଷିଥିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ।

ସାମ୍ବାଦିକ ସମ୍ମିଳନୀରେ ସେ ଆହୁରି ମଧ୍ୟ କହିଛନ୍ତି ଯେ, ‘କଂଗ୍ରେସ ଓ କଂଗ୍ରେସ ନେତାମାନେ ଆଗ ଆତ୍ମସମୀକ୍ଷା କରନ୍ତୁ । ସେମାନେ ବିରୋଧୀ ଦଳର ଭୂମିକା ବୁଝିନାହାନ୍ତି । ଗୃହରେ ବିରୋଧୀଙ୍କ ଆଚରଣ ଏବଂ ଉଚ୍ଚାରଣ ଠିକ୍ ନୁହେଁ । ଅଧିବେଶନନ ସମୟରେ ବିଧାନସଭାରେ ମର୍ୟ୍ୟାଦା ରହିବା ଜରୁରୀ ।

  • Related Posts

    ମହାକାଳପଡ଼ା ଥାନାରେ NHRC ଟିମ୍

    କେନ୍ଦ୍ରପଡ଼ା: କେନ୍ଦ୍ରପଡ଼ା ଜିଲ୍ଲାର ମହାକାଳପଡ଼ା ବିଡିଓଙ୍କ କାର୍ଯ୍ୟାଳୟରେ ଘଟିଥିବା ଘଟଣା ପରେ ସରପଞ୍ଚ ଚାମେଲି ଓଝାଙ୍କୁ ନେଇ ସାରା ଦେଶରେ ଚର୍ଚ୍ଚା ହୋଇଥିଲା । ଏହା ପରେ ଘଟିଥିବା ଘଟଣା ଓ ଏହା ସହ ଜଡ଼ିତ ଥାନାରେ ରୁଜୁ ୩ଟି ମାମଲାରେ…

    Continue reading
    ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ ଭେଟିଲେ ଛାତ୍ରଛାତ୍ରୀ

    ଭୁବନେଶ୍ଵର : ଛାତ୍ର ସଂସଦ ନିର୍ବାଚନ ଘୋଷଣା ପରେ ଛାତ୍ରଛାତ୍ରୀ ମଧ୍ୟରେ ଉତ୍ସାହ । ଆଜି ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ ତାଙ୍କ ବାସଭବନରେ ଭେଟିଛନ୍ତି ଛାତ୍ରଛାତ୍ରୀ । ଦୀର୍ଘ ୮ ବର୍ଷ ପରେ ନିର୍ବାଚନ ତାରିଖ ଘୋଷଣା କରିଥିବାରୁ ସରକାର ଓ ମନ୍ତ୍ରୀଙ୍କୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ