ଘନ କୁହୁଡି ପାଇଁ ଏଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ସୋମବାର ଓଡି଼ଶାର ଉତ୍ତର ପଶ୍ଚିମାଞ୍ଚଳର କିଛି ଜିଲ୍ଲାରେ କାଁ ଭାଁ ବର୍ଷା ହୋଇପାରେ । ବାକି ଅନ୍ୟ ଜିଲ୍ଲା ପାଗ ପ୍ରାୟତଃ ଶୁଖିଲା ରହିବ । କିନ୍ତୁ ସୁନ୍ଦରଗଡ଼, ଝାରସୁଗୁଡ଼ା, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ ଘନ କୁହୁଡି଼ ଲାଗି ରହିବ । ସେଥିପାଇଁ ଏଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ପାଣିପାଗ ବିଭାଗ ପୂର୍ବାନୁମାନ କରିଛି, ଆସନ୍ତା ୩୧ରେ ବରଗଡ଼, ବଲାଙ୍ଗୀର, ନୂଆପଡ଼ା, ସମ୍ବଲପୁର, କେନ୍ଦୁଝର, ମୟୁରଭଞ୍ଜ ଜିଲ୍ଲାର ଗୋଟିଏ କି ଦୁଇଟି ଜାଗାରେ ମଧ୍ୟମ ଧରଣର କୁହୁଡି଼ ପଡି଼ବ । କିନ୍ତୁ ଜାନୁଆରୀ ୫ ଯାଏ ସାରା ରାଜ୍ୟର ପାଗ ଶୁଖିଲା ରହିବ । ୩୧ ତାରିଖରୁ ପୁଣି ଶୀତ ଫେରିବ । ନୂଆବର୍ଷ ପରେ ଧୀରେ ଧୀରେ ଶୀତ ବଢ଼ିବ । ରାଜ୍ୟକୁ ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରୁ ପବନ ବୋହୁଛି । ତେଣୁ ଶୀତ ପ୍ରଭାବ ଦେଖିବାକୁ ମିଳୁଛି ।

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

    ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ