
ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ଭାବେ ଦୀର୍ଘ ୫୦ ବର୍ଷରୁ ଅଧିକ ସମୟ ଧରି ନରେନ୍ଦ୍ର ମୋଦୀ ଦେଶ ସେବା କରିଆସୁଛନ୍ତି ବୋଲି କହିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୋଦୀଙ୍କ ଜନ୍ମଦିନ ଅବସରରୁ ଏକ ମାସ ଧରି ‘ସେବା ସଂକଳ୍ପ’ ପାଳନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ଅବସରରେ ବିଭିନ୍ନ ସେବାମୂଳକ କାର୍ଯ୍ୟକ୍ରମ କରାଯିବ ବୋଲି ସେ ସୂଚନା ଦେଇଛନ୍ତି।








