ଚଳିତ ବର୍ଷ ୫୦୦ ଟ୍ରାଫିକ କର୍ମଚାରୀଙ୍କୁ ନିଯୁକ୍ତି ଦିଆଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଶନିବାର ଜାତୀୟ ସଡ଼କ ସୁରକ୍ଷା ଅଭିଯାନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ଲୋୟର ପିଏମ୍‌ଜିରୁ ରାମ ମନ୍ଦିର ଯାଏ ସଚେତନତା ପଦଯାତ୍ରା ଆରମ୍ଭ ହୋଇଛି। ଓଡ଼ିଶା ଯାତ୍ରୀ ଆପ୍‌ର ମଧ୍ୟ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। ସଡ଼କ ସୁରକ୍ଷା ସହ ଟ୍ରାଫିକ ନିୟମ ପାଳନ ନେଇ ମୁଖ୍ୟମନ୍ତ୍ରୀ ସଚେତନ କରିଛନ୍ତି। ଟ୍ରାଫିକ ସମସ୍ୟା ପାଇଁ ୨ ହଜାର ଟ୍ରାଫିକ କର୍ମଚାରୀ ପୋଷ୍ଟ ବାହାରିବ। ଚଳିତ ବର୍ଷ ୫୦୦ ଟ୍ରାଫିକ କର୍ମଚାରୀଙ୍କୁ ନିଯୁକ୍ତି ଦିଆଯିବ। ସଡ଼କ ସୁରକ୍ଷା ମାସର ବାର୍ତ୍ତା ହେଉଛି ସୁରକ୍ଷିତ ଘରକୁ ଫେରନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଟ୍ରାଫିକ ନିୟମ ପାଳନ ସହ ସୁରକ୍ଷିତ ଭାବେ ଗାଡ଼ି ଚଳାଇବାକୁ ବାର୍ତ୍ତା ଦିଆଯାଇଛି। ଏହି ଅବସରରେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, ମେୟର ସୁଲୋଚନା ଦାସ ବିଧାୟକ, ସିଦ୍ଧାନ୍ତ ମହାପାତ୍ର, ଆକାଶ ଦାସ ନାୟକ, ବାବୁ ସିଂ , ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ, ସବ୍ୟସାଚୀ ମିଶ୍ର ପ୍ରମୁଖ ଉପସ୍ଥିତ ରହିଥିଲେ । ଏଥିସହ ବିଭିନ୍ନ ସ୍କୁଲ କଲେଜ ଛାତ୍ର ଛାତ୍ରୀ ଉପସ୍ଥିତ ରହିଥିଲେ ।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ