ଭୁବନେଶ୍ଵର: ଚାଷୀଙ୍କୁ ନୂଆଖାଇ ଭେଟି। ଚାଷୀଙ୍କ ଖାତାକୁ ଗଲା ସିଏମ୍ କିଷାନ ତୃତୀୟ କିସ୍ତି। ଡିବିଟି ଜରିଆରେ ହେଲା ୧୦୪୧ କୋଟି ଟଙ୍କା ଟ୍ରାନ୍ସଫର୍। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଚାଷୀଙ୍କ ଆକାଉଣ୍ଟକୁ ସିଏମ୍ କିଷାନ ଟଙ୍କା ପଠାଇଛନ୍ତି। ୫୧ ଲକ୍ଷ ୫୪ ହଜାର ୧୧୫ ଚାଷୀ ଉପକୃତ ହୋଇଛନ୍ତି।

ଭୁବନେଶ୍ବର: ମହାନଦୀ ଜଳ ବିବାଦର ସମାଧାନ ପାଇଁ ରାୟପୁରରେ ଗୁରୁବାର ବସିଥିଲା ଗୋଲ ଟେବୁଲ ବୈଠକ । ବୈଠକ ପରେ ୨୯ ତାରିଖରେ ଛତିଶଗଡ ସରକାରଙ୍କ ପଦାଧିକାରୀଙ୍କ ସହିତ ଆଲୋଚନା କରାଯିବ । ବୈଠକରେ ଅଧ୍ୟକ୍ଷତା କରିଥିଲେ ଜଳ ମାନବ ଡ.…
ଭୁବନେଶ୍ବର: ଲୋକସଭା ବାଚସ୍ପତି ଓମ୍ ବିର୍ଲା ଓ ରାଜ୍ୟସଭା ଉପାଧ୍ୟକ୍ଷ ହରିବଂଶ ନାରାୟଣ ସିଂହ ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି।ଲୋକସଭା ବାଚସ୍ପତି ଓମ୍ ବିର୍ଲା ୨୯ ଅଗଷ୍ଟ ୨୦୨୫ରେ ଭୁବନେଶ୍ୱରଠାରେ ସଂସଦ ଏବଂ ରାଜ୍ୟ ବିଧାନସଭାର ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ…