ଜଙ୍ଗଲରୁ ୨୮ ଚୋରା ବାଇକ୍ ଜବତ, ୨ ଗିରଫ

ସମ୍ବଲପୁର : ଜଙ୍ଗଲରୁ ୨୮ଟି ଚୋରା ବାଇକ୍ ଜବତ। ସମ୍ବଲପୁର ଯୁଯୁମୁରା ଜାରଙ୍ଗ ଜଙ୍ଗଲରୁ ଅଇଁଠାପାଲି ପୋଲିସ ୨୮ଟି ଚୋରା ବାଇକ୍‌ ଜବତ କରିଛି। ଏହି ଘଟଣାରେ ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି।

ସୂଚନା ଅନୁସାରେ, ଅଇଁଠାପାଲି ପୋଲିସ ଏକ ବାଇକ୍ ଚୋରି ଗ୍ୟାଙ୍ଗ୍‌ର ପର୍ଦ୍ଦାଫାସ୍ କରିଛି। ଯୁଯୁମୁରା ଜାରଙ୍ଗ ଜଙ୍ଗଲରୁ ୨୮ଟି ଚୋରା ବାଇକ୍‌ ଜବତ କରିଛି। ଏହି ଘଟଣାରେ ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ରାମକୁମାର ପଣ୍ଡା ଓ ସର୍ଦୁଲ ଗାଇଗୋରିଆ। ଏମାନେ ବାଇକ୍ ଚୋରି ସିଣ୍ଡିକେଟ୍ ଚଳାଉଥିଲେ ବୋଲି ଅତିରିକ୍ତ ଏସପି ଅଜୟ ମିଶ୍ର ସୂଚନା ଦେଇଛନ୍ତି।

  • Related Posts

    ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅପିଲ୍ସ: ପ୍ତାହରେ ଗୋଟିଏ ଦିନ ହସ୍ତତନ୍ତ ପିନ୍ଧନ୍ତୁ

    ଭୁବନେଶ୍ଵର : ମାଧୁରୀ ଦୀକ୍ଷିତ ହେଲେ ଓଡିଶା ହସ୍ତତନ୍ତର ନୂଆ ବ୍ରାଣ୍ଡ ଆମ୍ବାସଡର। ଆଜି ଜାତୀୟ ହସ୍ତତନ୍ତ ଦିବସ ଅବସରରେ ରାଜଧାନୀ ଭୁବନେଶ୍ଵରସ୍ଥିତ ଜନତା ମୈଦାନରେ ଆୟୋଜିତ ସ୍ଵତନ୍ତ୍ର କାର୍ୟ୍ୟକ୍ରମରେ ଯୋଗ ଦେଇ ଏକ୍‌ତାର ଶୁଭାରମ୍ଭ କରିଛନ୍ତି ମାଧୁରୀ। ନୂଆ ବ୍ରାଣ୍ଡ…

    ଖୁବ୍‌ଶୀଘ୍ର ପୂରଣ ହେବ ୨୨ ହଜାର ୮୯୬ ପଦବୀ

    ଭୁବନେଶ୍ବର : ଖୁବ୍‌ଶୀଘ୍ର ପୂରଣ ହେବ ୨୨ ହଜାର ୮୯୬ ପଦବୀ । ୧୦ ବିଭାଗର ଗ୍ରୁପ୍‌ ସିର ୨୨ ହଜାର ୮୯୬ ପଦବୀ ପୂରଣ ପାଇଁ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ନିର୍ଦ୍ଦେଶ ଦେଇଛନ୍ତି । ଅଗଷ୍ଟ ୩୧…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅପିଲ୍ସ: ପ୍ତାହରେ ଗୋଟିଏ ଦିନ ହସ୍ତତନ୍ତ ପିନ୍ଧନ୍ତୁ

    ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅପିଲ୍ସ: ପ୍ତାହରେ ଗୋଟିଏ ଦିନ ହସ୍ତତନ୍ତ ପିନ୍ଧନ୍ତୁ

    ଟ୍ରମ୍ପଙ୍କୁ ଝଟକା, ଆମେରିକା ସହ ବୋଇଂ ଡିଲ ରଦ୍ଦ

    ଟ୍ରମ୍ପଙ୍କୁ ଝଟକା, ଆମେରିକା ସହ ବୋଇଂ ଡିଲ ରଦ୍ଦ

    ଖୁବ୍‌ଶୀଘ୍ର ପୂରଣ ହେବ ୨୨ ହଜାର ୮୯୬ ପଦବୀ

    ଖୁବ୍‌ଶୀଘ୍ର ପୂରଣ ହେବ ୨୨ ହଜାର ୮୯୬ ପଦବୀ

    ମାଟି ଖୋଳି ମୃତଦେହ ଉଦ୍ଧାର, ୮ ଅଟକ

    ମାଟି ଖୋଳି ମୃତଦେହ ଉଦ୍ଧାର, ୮ ଅଟକ

    ଓଡ଼ିଶା ହସ୍ତତନ୍ତର ବ୍ରାଣ୍ଡ୍ ଆମ୍ବାସଡର ମାଧୁରୀ ଦୀକ୍ଷିତ

    ଓଡ଼ିଶା ହସ୍ତତନ୍ତର ବ୍ରାଣ୍ଡ୍ ଆମ୍ବାସଡର ମାଧୁରୀ ଦୀକ୍ଷିତ

    ବଳଙ୍ଗା ମାମଲାରେ କଂଗ୍ରେସର ଅଭିଯୋଗ:ସରକାରଙ୍କ ନିର୍ଦେଶରେ କାମ କରୁଛି ପୁଲିସ

    ବଳଙ୍ଗା ମାମଲାରେ  କଂଗ୍ରେସର  ଅଭିଯୋଗ:ସରକାରଙ୍କ ନିର୍ଦେଶରେ କାମ କରୁଛି ପୁଲିସ