ଜଙ୍ଗଲରୁ ୨୮ ଚୋରା ବାଇକ୍ ଜବତ, ୨ ଗିରଫ

ସମ୍ବଲପୁର : ଜଙ୍ଗଲରୁ ୨୮ଟି ଚୋରା ବାଇକ୍ ଜବତ। ସମ୍ବଲପୁର ଯୁଯୁମୁରା ଜାରଙ୍ଗ ଜଙ୍ଗଲରୁ ଅଇଁଠାପାଲି ପୋଲିସ ୨୮ଟି ଚୋରା ବାଇକ୍‌ ଜବତ କରିଛି। ଏହି ଘଟଣାରେ ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି।

ସୂଚନା ଅନୁସାରେ, ଅଇଁଠାପାଲି ପୋଲିସ ଏକ ବାଇକ୍ ଚୋରି ଗ୍ୟାଙ୍ଗ୍‌ର ପର୍ଦ୍ଦାଫାସ୍ କରିଛି। ଯୁଯୁମୁରା ଜାରଙ୍ଗ ଜଙ୍ଗଲରୁ ୨୮ଟି ଚୋରା ବାଇକ୍‌ ଜବତ କରିଛି। ଏହି ଘଟଣାରେ ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ରାମକୁମାର ପଣ୍ଡା ଓ ସର୍ଦୁଲ ଗାଇଗୋରିଆ। ଏମାନେ ବାଇକ୍ ଚୋରି ସିଣ୍ଡିକେଟ୍ ଚଳାଉଥିଲେ ବୋଲି ଅତିରିକ୍ତ ଏସପି ଅଜୟ ମିଶ୍ର ସୂଚନା ଦେଇଛନ୍ତି।

  • Related Posts

    ଓଡ଼ିଶା ଆସୁଛନ୍ତି ପ୍ରତିରକ୍ଷା

    କୋରାପୁଟ: ମଙ୍ଗଳବାର କୋରାପୁଟ ଜିଲାର ସୁନାବେଡ଼ା ଗସ୍ତରେ ଆସିବେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ। ତାଙ୍କ ସହ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଉପସ୍ଥିତ ରହିବେ। ନୂଆଦିଲ୍ଲୀରୁ ବିଶାଖାପାଟଣା ଦେଇ ରାଜନାଥ ସିଂ ସିଧାସଳଖ ସୁନାବେଡ଼ାର ଟିଟିଏସ୍‌…

    Continue reading
    ୨୬ ବରିଷ୍ଠ ଓଏଏସ ଅଫିସରଙ୍କ ବଦଳି

    ରାଜ୍ୟ ସରକାର ୨୬ଜଣ ବରିଷ୍ଠ ଓଏଏସ୍ ଅଫିସରଙ୍କ ବଦଳି କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ପ୍ରକାଶିତ ଦୁଇଟି ପୃଥକ ବିଜ୍ଞପ୍ତିରେ ଓଏଏସ୍ ଅଫିସରମାନଙ୍କ ଅଦଳବଦଳ ହୋଇଛି। ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲାପାଳ ବରିଷ୍ଠ ଓଏଏସ୍ ସାଫଲ୍ୟମଣ୍ଡିତ ପ୍ରଧାନଙ୍କୁ ବିଏମସି ଅତିରିକ୍ତ କମିଶନର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ