ଜନତାଙ୍କ ଉପରେ ନପଡ଼ୁ ଯୁଦ୍ଧର ପ୍ରଭାବ: ପ୍ରଧାନମନ୍ତ୍ରୀ

ମଧ୍ୟପ୍ରାଚ୍ୟ ଯୁଦ୍ଧ ସ୍ଥିତିରେ ଦେଶବାସୀଙ୍କୁ ସୁରକ୍ଷା ଦିଅ। ଅତ୍ୟାବଶ୍ୟକ ସାମଗ୍ରୀର ଯୋଗାଣ ନିରନ୍ତର ସହିତ ଦରଦାମ ସ୍ଥିର ରଖ। ସୁରକ୍ଷା ସଂପର୍କିତ କ୍ୟାବିନେଟ୍ କମିଟି ବା CCS ବୈଠକରେ ଏଭଳି ନିର୍ଦ୍ଦେଶ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମଧ୍ୟପ୍ରାଚ୍ୟ ଯୁଦ୍ଧ ସ୍ଥିତିକୁ ନେଇ ୩ ଘଣ୍ଟା ଧରି ହୋଇଛି ଗୁରୁତ୍ବପୂର୍ଣ୍ଣ ଆଲୋଚନା ।

ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଣ ଓ ଦରଦାମ ସ୍ଥିର ରଖିବା ସହ ଯୋଗାଣକୁ ନିରନ୍ତର ରଖିବାକୁ CCS ବୈଠକରେ ଗୁରୁତ୍ବ ଦିଆଯାଇଛି । ଯୁଦ୍ଧ ସ୍ଥିତିରେ ଦେଶବାସୀଙ୍କ ଜନଜୀବନ ଯେଭଳି ପ୍ରଭାବିତ ନହେବ ସେଥିପ୍ରତି ବିଶେଷ ଧ୍ୟାନ ଦେବାକୁ ପିଏମ ମୋଦି ନିର୍ଦ୍ଦେଶ ଦେଇଛନ୍ତି ।

ସେହିଭଳି ହର୍ମୁଜ ଦେଇ ଏଲପିଜି, ତୈଳ ଓ ସାର ଯୋଗାଣ କିଭଳି ସ୍ବାଭାବିକ ହୋଇପାରିବ ସେନେଇ ମଧ୍ୟ ଆଲୋଚନା କରାଯାଇଛି । ବୈଠକରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଗୃହମନ୍ତ୍ରୀ ଅମିତ ଶାହ, ଅର୍ଥମନ୍ତ୍ରୀ ସୀତାରମଣ ଓ ବୈଦେଶିକ ମନ୍ତ୍ରୀ ଜୟଶଙ୍କର ଉପସ୍ଥିତ ରହିଥିଲେ ।

  • Related Posts

    ଝାଡ଼ଖଣ୍ଡରେ ଜିଦରେ ଅଟଳ ଛାତ୍ରଛାତ୍ରୀ, ଆଜି ବିଧାନସଭା ଘେରାଉ

    ରାଞ୍ଚି (ଝାଡ଼ଖଣ୍ଡ): JPSC ଏବଂ JSSC ପରୀକ୍ଷାରେ ଅନିୟମିତତା ବିରୋଧରେ ଦୀର୍ଘ 17 ଦିନ ଧରି ଝାଡ଼ଖଣ୍ଡରେ ଛାତ୍ର ଅନ୍ଦୋଳନ ଚାଲିଛି । ପରୀକ୍ଷାରେ ଅନିୟମିତତା ଅଭିଯୋଗକୁ ନେଇ ସରକାର ଓ ଛାତ୍ରଙ୍କ ମଧ୍ୟରେ ଚାଲିଥିବା ବିବାଦ ଥମିନାହିଁ । ଛାତ୍ରଛାତ୍ରୀମାନଙ୍କ…

    Continue reading
    ହେମନ୍ତ ସୋରେନଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ମୋଦି

    ନୂଆଦିଲ୍ଲୀ: ଝାଡ଼ଖଣ୍ଡରେ ଛାତ୍ରମାନେ ବର୍ତ୍ତମାନ ବିଶାଳ ପ୍ରତିବାଦ କରୁଛନ୍ତି, ନିଯୁକ୍ତି ପରୀକ୍ଷାରେ ଅନିୟମିତତା ଅଭିଯୋଗକୁ ବିରୋଧ କରି ଅନେକ ଲୋକ ଅନଶନ କରୁଛନ୍ତି। ଏହି ଆନ୍ଦୋଳନ ଅନେକ ଦିନ ଧରି ଚାଲିଛି, ଏବଂ ସରକାର ଛାତ୍ରମାନଙ୍କ ସହିତ ଆଲୋଚନା କରିବାକୁ ଚେଷ୍ଟା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ