ଜନସେବା କେନ୍ଦ୍ର ନାଁରେ କୋଟିଏରୁ ଉର୍ଦ୍ଧ୍ବ ଟଙ୍କା ଠକେଇ,ଦୁଇ ଭାଇ ଗିରଫ

ଜଗତସିଂହପୁର : ଜଗତସିଂହପୁର ଜିଲା କ୍ରୀଷ୍ଣାନନ୍ଦପୁର ଥାନା ଅଞ୍ଚଳରେ କୋଟିଏ ଟଙ୍କା ଠକେଇ । ସହଜ ଜନ ସେବା କେନ୍ଦ୍ର କରି ବିଭିନ୍ନ ଗ୍ରାହକଙ୍କ ଠାରୁ କୋଟିଏରୁ ଉର୍ଦ୍ଧ୍ବ ଟଙ୍କା ଠକେଇ । ଦୁଇ ଠକ ଅଭିଯୁକ୍ତ ଗିରଫ । ଗିରଫ ଅଭିଯୁକ୍ତ କ୍ରୀଷ୍ଣା ନନ୍ଦପୁର ଥାନା ଆଖୁନ ମହଲାର ଦୁଇଭାଇ ସେକ ଆବୁ ସୋଫିଆନ ଓ ସେକ ଆବୁ କଲାମ ଇସୁଫ । ଉଭୟ ଠକଙ୍କ ସମସ୍ତ ଆକାଉଣ୍ଟ କ୍ରୀଷ୍ଣାନନ୍ଦପୁର ପୋଲିସ ଫ୍ରିଜ କରିଛି ।

ଜନ ସେବା କେନ୍ଦ୍ର ମାଧ୍ୟମରେ ଲୋକଙ୍କୁ ସେବା ଯୋଗାଇ ଦେବା ବାହାନାରେ ଗ୍ରାହକ ମାନଙ୍କ ଫିଙ୍ଗରପ୍ରିଣ୍ଟ ଓ ଓଟିପି ବ୍ୟବହାର କରି ଲୋକଙ୍କ ଠାରୁ ଲୁଟ କରୁଥିଲେ ।ଗ୍ରାହକ ଏହା ବାବଦରେ ଜାଣିବା ପରେ କ୍ରିଷ୍ଣାନନ୍ଦପୁର ଥାନାରେ ଏତଲା ଦେବା ସହିତ ଜଗତସିଂହପୁର ସାଇବର ଥାନାରେ ମଧ୍ୟ ଏତଲା ଦେଇଥିଲେ ।ଏସ୍ପି ଅଙ୍କିତ ବର୍ମା ଓ ଏସଡିପିଓ ଅଜୟ କୁମାର ଦାସଙ୍କ ନିର୍ଦେଶରେ ଏକ ସ୍ୱତନ୍ତ୍ର ଟିମ ଗଠନ କରାଯାଇ ଠକ ଦୁଇ ଭାଇଙ୍କୁ କଟକରୁ ଗିରଫ କରାଯାଇଛି ବୋଲି ତିର୍ତ୍ତୋଲ ଏସଡିପିଓ ସୂଚନା ଦେଇଛନ୍ତି ।

  • Related Posts

    କୋଟିଆ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ନିରବ କାହିଁକି: କଂଗ୍ରେସ

    ଭୁବନେଶ୍ବର: ଆନ୍ଧ୍ର ସରକାର ପଞ୍ଚାୟତ ନିର୍ବାଚନ ଘୋଷଣା କରିବା ପରେ କୋଟିଆ ଏକ ବଡ଼ ପ୍ରସଙ୍ଗ ଭାବେ ଉଭା ହୋଇଛି। ଆନ୍ଧ୍ର ସରକାରଙ୍କ ପାର୍ବତୀପୁରମ ମାନ୍ୟମ ନୂଆ ଜିଲ୍ଲାର ଅଧିକାରୀ କୋଟିଆ ଅଞ୍ଚଳରେ ପ୍ରବେଶ କରି ପଞ୍ଚାୟତ ନିର୍ବାଚନ କରିବା ପାଇଁ…

    Continue reading
    ପୂର୍ବଛାତ୍ର ଏକତ୍ରୀକରଣ କାର୍ଯ୍ୟକ୍ରମ

    ଦେବଗଡ଼:ଦେବଗଡ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଆଜି ପୂର୍ବଛାତ୍ର ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ବିଦ୍ୟାଳୟର ପ୍ରଧାନଆଚାର୍ଯ୍ୟ ଉମାକାନ୍ତ ରଣାଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପଶ୍ଚିମ ସମ୍ଭାଗ ସଂପାଦକ ତ୍ରିବିକ୍ରମ ଶତପଥି ମୁଖ୍ୟଅତିଥି, ସମ୍ବଲପୁର ବିଭାଗ ସଂଘଚାଳକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ ମୁଖ୍ୟବକ୍ତା ଭାବେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି