ଜାଣନ୍ତୁ ସ୍ବାଧୀନତା ଦିବସରେ କିଏ କେଉଁଠି କରିବେ ପତାକା ଉତ୍ତୋଳନ

ଭୁବନେଶ୍ୱର: ସ୍ବାଧୀନତା ଦିବସରେ କିଏ କେଉଁଠି କରିବେ ପତାକା ଉତ୍ତୋଳନ କରିବେ ସେ ନେଇ ତାଲିକା ଜାରି ହୋଇଛି। । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଭୁବନେଶ୍ବରରେ ପତାକା ଉତ୍ତୋଳନ କରିବେ। ସେହିପରି ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ କେନ୍ଦୁଝରରେ। କଟକରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସମ୍ବଲପୁରରେ ସୁରେଶ ପୂଜାରୀ, ବଲାଙ୍ଗୀରରେ ମନ୍ତ୍ରୀ ରବି ନାଏକ, କଳାହାଣ୍ଡରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, କନ୍ଧମାଳରେ କୃଷ୍ଣଚନ୍ଦ୍ର ପାତ୍ର। ପୁରୀରେ ପୃଥ୍ବୀରାଜ ହରିଚନ୍ଦନ, ସୁନ୍ଦରଗଡ଼ରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ, ଗଜପତିରେ ବିଭୂତି ଭୂଷଣ ଜେନା, ଭଦ୍ରକରେ କୃଷ୍ଣଚନ୍ଦ୍ର ମହାପାତ୍ର , ନବରଙ୍ଗପୁରରେ ଗଣେଶ ରାମ ସିଂଖୁଣ୍ଟିଆ, ସୁବର୍ଣ୍ଣପୁରରେ ସୂର୍ଯ୍ୟବଂଶୀ ସୂରଜ, ଅନୁଗୁଳରେ ପ୍ରଦୀପ ବଳସାମନ୍ତ, ରାୟଗଡ଼ାରେ ଗୋକୁଳାନନ୍ଦ ମଲ୍ଲିକ୍‌ ମୟୂରଭଞ୍ଜରେ ପତାକା ଉତ୍ତୋଳନ କରିବେ ସମ୍ପଦ ଚନ୍ଦ୍ର ସ୍ବାଇଁ।

  • Related Posts

    ବ୍ରଜ ମୋହନ ଓଡ଼ିଶାର ନୂଆ ରାଜ୍ୟପାଳ

    ୪ ରାଜ୍ୟରେ ବଦଳିଲେ ରାଜ୍ୟପାଳ ନୂଆଦିଲ୍ଲୀ: ଓଡ଼ିଶାର ରାଜ୍ୟପାଳ ବଦଳି ଯାଇଛନ୍ତି । ହରିବାବୁ କମ୍ଭମ୍‌ପଟିଙ୍କ ବଦଳରେ ବ୍ରଜ ମୋହନ ରାମଙ୍କୁ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି । ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଛଅ ରାଜ୍ୟ ପାଇଁ…

    Continue reading
    ନିର୍ବାଚନୀ ରେକର୍ଡ ନିର୍ଭରଯୋଗ୍ୟ ରହିବାରେ ‘SIR’ ସାହାଯ୍ୟ କରିବ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଦିଲ୍ଲୀରେ ବିରୋଧୀଙ୍କ ପ୍ରତିବାଦ ମଧ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଏକ୍ସ’ରେ ପ୍ରତିକ୍ରିୟା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,ନିର୍ବାଚନୀ ରେକର୍ଡ ନିର୍ଭରଯୋଗ୍ୟ ରହିବାରେ ‘SIR’ ସାହାଯ୍ୟ କରିବ। ସ୍ୱଚ୍ଛ ଓ ସଠିକ୍‌ ଭୋଟର ତାଲିକା ପ୍ରସ୍ତୁତି ପାଇଁ ‘SIR’ ଆବଶ୍ୟକ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ