ଜୁଡ଼ିଆ ଘାଟିରେ ଭୂସ୍ଖଳନ

କେନ୍ଦୁଝର: କେନ୍ଦୁଝର ସହରରେ ଲଗାଣ ବର୍ଷା ଯୋଗୁଁ ଜନଜୀବନ ପ୍ରଭାବିତ ହୋଇଛି। ଅବିଶ୍ରାନ୍ତ ବର୍ଷାର ପ୍ରଭାବରେ କୋଲକାତା-ମୁମ୍ବାଇ ୪୯ ନମ୍ବର ଜାତୀୟ ରାଜପଥର ଜୁଡ଼ିଆ ଘାଟି ନିକଟରେ ଭୂସ୍ଖଳନ ହୋଇଛି। ଘାଟିରୁ ବଡ଼ ବଡ଼ ପଥର ଓ ମାଟି ଖସି ରାସ୍ତା ଉପରେ ପଡ଼ିବାରୁ ଯାନବାହନ ଚଳାଚଳ ପ୍ରଭାବିତ ହୋଇଛି। ଘଟଣା ପରେ ସୁରକ୍ଷା ଦୃଷ୍ଟିରୁ ଏନଏଚଏଆଇ ପକ୍ଷରୁ ରାଜପଥର ଗୋଟିଏ ପଟକୁ ବନ୍ଦ କରାଯାଇଛି। ବର୍ତ୍ତମାନ ରାସ୍ତାର ଅନ୍ୟ ପଟ ଦେଇ ଉଭୟ ଦିଗର ଗାଡ଼ି ଚଳାଚଳ କରୁଛି। ଫଳରେ ରାଜପଥରେ ଯାନବାହନ ଧୀରଗତିରେ ଚାଲୁଥିବା ବେଳେ ଯାତାୟାତ ପ୍ରଭାବିତ ହୋଇଛି।

ଲଗାଣ ବର୍ଷା ଯୋଗୁଁ ପୁଣି ଭୂସ୍ଖଳନର ଆଶଙ୍କା ଥିବାରୁ ଜୁଡ଼ିଆ ଘାଟି ଦେଇ ଯାତାୟାତ କରୁଥିବା ଯାତ୍ରୀ ଓ ଚାଳକମାନଙ୍କୁ ସତର୍କତାର ସହ ଗାଡ଼ି ଚଳାଇବାକୁ ପରାମର୍ଶ ଦିଆଯାଇଛି। ଏନଏଚଏଆଇ ପକ୍ଷରୁ ରାସ୍ତା ଉପରେ ପଡ଼ିଥିବା ମାଟି ଓ ପଥର ହଟାଇବା ସହ ଯାତାୟାତ ସ୍ୱାଭାବିକ କରିବା ପାଇଁ ପଦକ୍ଷେପ ନିଆଯାଉଛି।

  • Related Posts

    ବ୍ରଜ ମୋହନ ଓଡ଼ିଶାର ନୂଆ ରାଜ୍ୟପାଳ

    ୪ ରାଜ୍ୟରେ ବଦଳିଲେ ରାଜ୍ୟପାଳ ନୂଆଦିଲ୍ଲୀ: ଓଡ଼ିଶାର ରାଜ୍ୟପାଳ ବଦଳି ଯାଇଛନ୍ତି । ହରିବାବୁ କମ୍ଭମ୍‌ପଟିଙ୍କ ବଦଳରେ ବ୍ରଜ ମୋହନ ରାମଙ୍କୁ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି । ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଛଅ ରାଜ୍ୟ ପାଇଁ…

    Continue reading
    ନିର୍ବାଚନୀ ରେକର୍ଡ ନିର୍ଭରଯୋଗ୍ୟ ରହିବାରେ ‘SIR’ ସାହାଯ୍ୟ କରିବ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଦିଲ୍ଲୀରେ ବିରୋଧୀଙ୍କ ପ୍ରତିବାଦ ମଧ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଏକ୍ସ’ରେ ପ୍ରତିକ୍ରିୟା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,ନିର୍ବାଚନୀ ରେକର୍ଡ ନିର୍ଭରଯୋଗ୍ୟ ରହିବାରେ ‘SIR’ ସାହାଯ୍ୟ କରିବ। ସ୍ୱଚ୍ଛ ଓ ସଠିକ୍‌ ଭୋଟର ତାଲିକା ପ୍ରସ୍ତୁତି ପାଇଁ ‘SIR’ ଆବଶ୍ୟକ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ