ଜୁନ୍ ୨୦ ତାରିଖରେ କଟକ-ଭୁବନେଶ୍ବରରେ ସମସ୍ତ ସ୍କୁଲ ବନ୍ଦ

ଭୁବନେଶ୍ବର : ଆସନ୍ତା ୨୦ ତାରିଖରେ ଭୁବନେଶ୍ବର ଓ କଟକରେ ସମସ୍ତ ସ୍କୁଲ ବନ୍ଦ ରହିବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଓଡ଼ିଶା ଗସ୍ତକୁ ନଜରରେ ରଖି ୨ ସହରର ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି । ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ଖୋର୍ଦ୍ଧା, କଟକ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖାଯାଇଛି । ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି ପାଇଁ ୨୦ ତାରିଖରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱର ଆସିବେ । ସେଦିନ ସେ ରୋଡ ସୋ’ କରିବାର କାର୍ୟ୍ୟକ୍ରମ ଥିବାବେଳେ ଟ୍ରାଫିକ୍‌ ସମସ୍ୟା ଆଶଙ୍କା କରି ସ୍କୁଲ୍‌ ଛୁଟି ପାଇଁ ଗଣ ଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି ।

  • Related Posts

    ନିଆଁ ଲାଗି ମହିଳା ମୃତ

    ଜଟଣୀ : ଖୋର୍ଦ୍ଧା ଜିଲ୍ଲା ଜଟଣୀ ବ୍ଲକ ରଥୀପୁର ଗାଁରେ ଅଘଟଣ । ନିଆଁ ଲାଗି ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ ମହିଳାଙ୍କ ନାଁ ରୀନା ପ୍ରଧାନ ବୋଲି ଜଣାପଡିଛି । ଜଟଣୀ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌…

    ଡ.ମୋହନ ଭାଗବତଙ୍କ ୩ ଦିନିଆ ଓଡିଶା ଗସ୍ତ

    ଭୁବନେଶ୍ୱର: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସରସଂଘଚାଳକ ଡ.ମୋହନ ଭାଗବତ ୩ ଦିନିଆ ଓଡିଶା ଗସ୍ତରେ ଆସି ଅଗଷ୍ଟ ୧୩ ତାରିଖ ଦିନ ସଂଧ୍ୟାରେ ଭୁବନେଶ୍ୱରରେ ପହଁଚିବେ । ସେ ତିନି ଦିନିଆ ଓଡିଶା ପ୍ରବାସ ସାରି ଅଗଷ୍ଟ ୧୫ ତାରିଖ ଦିନ…

    Leave a Reply

    Your email address will not be published. Required fields are marked *

    You Missed

    ନିଆଁ ଲାଗି ମହିଳା ମୃତ

    ନିଆଁ ଲାଗି ମହିଳା ମୃତ

    ପଟ୍ଟାମୁଣ୍ଡାଇ ଘଟଣା, ବୟଫ୍ରେଣ୍ଡ ଗିରଫ

    ପଟ୍ଟାମୁଣ୍ଡାଇ ଘଟଣା, ବୟଫ୍ରେଣ୍ଡ ଗିରଫ

    ଯୁବତୀଙ୍କୁ ଉଠାଇ ନେଲେ

    ଯୁବତୀଙ୍କୁ ଉଠାଇ ନେଲେ

    ଡ.ମୋହନ ଭାଗବତଙ୍କ ୩ ଦିନିଆ ଓଡିଶା ଗସ୍ତ

    ଡ.ମୋହନ ଭାଗବତଙ୍କ ୩ ଦିନିଆ ଓଡିଶା ଗସ୍ତ

    ବିଷ ପିଇ ଦେଲେ ସ୍ବାମୀ-ସ୍ତ୍ରୀ

    ବିଷ ପିଇ ଦେଲେ ସ୍ବାମୀ-ସ୍ତ୍ରୀ

    ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ; ଥର୍ କାର ଜବତ

    ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ;  ଥର୍ କାର ଜବତ