ଜୁନ ୧୮ରେ ରାଜ୍ୟସଭା ଉପନିର୍ବାଚନ

ଭୁବନେଶ୍ୱର : ଓଡ଼ିଶାରେ ଖାଲି ପଡ଼ିଥିବା ଗୋଟିଏ ରାଜ୍ୟସଭା ସାଂସଦ ପଦ ପାଇଁ ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି ନିର୍ବାଚନ ଆୟୋଗ। ଜୁନ ୧୮ରେ ଭୋଟ ସହ ଗଣତି ପରିଣ ବିଜ୍ଞପ୍ତିରେ ପ୍ରକାଶ।

ବିଜେଡ଼ି ସହ ରାଜ୍ୟସଭା ସାଂସଦ ପଦ ଛାଡ଼ିଛନ୍ତି ସାଂସଦ ଦେବାଶିଷ ସାମନ୍ତରାୟ। ଫଳରେ ଓଡିଶାରୁ ଗୋଟିଏ ଆସନ ଫାଙ୍କ ରହିଥିଲା। ଦେବାଶିଷଙ୍କ ଇସ୍ତଫା ପରେ ଏହି ଆସନକୁ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଖାଲି ହୋଇଥିବା ଗୋଟିଏ ଆସନ ପାଇଁ ଜୁନ୍‌ ୧ରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ। ୮ରେ ନାମାଙ୍କନ ଦାଖଲର ଶେଷ ତାରିଖ ଧାର୍ୟ୍ୟ କର ଯାଇଛି। ଜୁନ୍‌ ୧୧ ତାରିଖ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି। ଜୁନ୍‌ ୧୮ ତାରିଖ ସକାଳ ୯ରୁ ଅପରାହ୍ଣ ୪ଟା ମଧ୍ୟରେ ଭୋଟ୍‌ ଗ୍ରହଣ କରାଯିବ। ଜୁନ୍‌ ୧୮ ତାରିଖ ଅପରାହ୍ଣ ୫ଟାରେ ଭୋଟ୍‌ ଗଣତି ସହ ଫଳାଫଳ ଘୋଷଣା କରାଯିବ ବୋଲି ଭାରତୀୟ ନିର୍ବାଚନ ଆୟୋଗ ବିଜ୍ଞପ୍ତି ପ୍ରକାଶ କରିଛନ୍ତି।

  • Related Posts

    ‘କ୍ରାଇମବ୍ରାଞ୍ଚ ଚାପମୁକ୍ତ ହୋଇ କରୁଛି ତଦନ୍ତ’

    ବାଲିଅନ୍ତା : ବାଲିଅନ୍ତା ଭିଡ଼ହିଂସାରେ ସୌମ୍ୟରଞ୍ଜନ ହତ୍ୟା ମାମଲାରେ ଡିଜିପିଙ୍କ ବଡ଼ ବୟାନ । ପୁଲିସ ଡିଜି ବିନୟତୋଷ ମିଶ୍ର ବଡ଼ ସୂଚନା ଦେଇଛନ୍ତି । କହିଛନ୍ତି, କ୍ରାଇମବ୍ରାଞ୍ଚ ସମ୍ପୂର୍ଣ୍ଣ ପ୍ରୋଫେସନାଲ୍ ଭାବେ କାର୍ଯ୍ୟ କରୁଛି । କୌଣସି ବାହ୍ୟ ଚାପ…

    Continue reading
    ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ଉପରେ ରହିବ ନଜର-ପୋଲିସ ଡିଜି

    ଛାତ୍ର ସଂସଦ ନିର୍ବାଚନକୁ ନେଇ ଏବେଠୁ କଡ଼ା ହୋଇଛି ପୋଲିସ ପ୍ରଶାସନ। କଲେଜ ନିର୍ବାଚନ ସମୟରେ କ୍ୟାମ୍ପସ୍‌ରେ ଯେପରି କୌଣସି ପ୍ରକାର ଅଶାନ୍ତି କିମ୍ବା ଗଣ୍ଡଗୋଳ ସୃଷ୍ଟି ନହୁଏ, ସେଥିପାଇଁ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ବିଶେଷକରି ଅଣଛାତ୍ରଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ