ଜୟନାରାୟଣଙ୍କ ଜାମିନ ଆବେଦନ ଖାରଜ କଲେ ସୁପ୍ରମିକୋର୍ଟ

ଭୁବନେଶ୍ୱର: ବିଜେପି ବିଧାୟକ ଜୟନାରାୟଣ ମିଶ୍ରଙ୍କ ଆଗୁଆ ଜାମିନ ଆବେଦନ ଖାରଜ ହୋଇଯାଇଛି ।  ମାନ୍ୟବର ସୁପ୍ରିମକୋର୍ଟ ଏହି ଆବେଦନକୁ ଖାରଜ କରିଦେଇଛନ୍ତି ।ମହିଳା ଆଇଆଇସିଙ୍କୁ ମାଡ଼ ଘଟଣାରେ ଜୟନାରାୟଣ ଆଗୁଆ ଜାମିନ ମାଗିଥିଲେ । ଜୟନାରାୟଣଙ୍କ ଆବେଦନକୁ ପ୍ରଥମେ ଓଡ଼ିଶା ହାଇକୋର୍ଟ ଖାରଜ କରିଦେଇଥିଲେ । ଏହାକୁ ଚାଲେଞ୍ଜ କରି ଜୟନାରାୟଣ ସୁପ୍ରିମକୋର୍ଟ ଯାଇଥିଲେ । ତେବେ ସେଠାରୁ ବି ଜୟନାରାୟଣଙ୍କୁ ନିରାଶ ହେବାକୁ ପଡ଼ିଛି । ସୁପ୍ରିମକୋର୍ଟ ତାଙ୍କ ଆଗୁଆ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି ।ଗତ ବର୍ଷ ଫେବୃଆରୀ ୧୫ ତାରିଖ ଦିନ ଏହି ଘଟଣା ସମ୍ବଲପୁରରେ ଘଟିଥିଲା । ଜୟନାରାୟଣ ଓ ସମ୍ପୃକ୍ତ ଆଇଆଇସି ପରସ୍ପର  ବିରୋଧରେ ଅଭିଯୋଗ ଆଣିଥିଲେ ।

  • Related Posts

    ହସ୍ତତନ୍ତ ପିନ୍ଧି ଓଡ଼ିଶା ବାସୀ ପାଳିଲେ “ଆମ ପୋଷାକ ଆମ ପରିଚୟ” ଦିବସ

    ୨ ଏପ୍ରିଲ, ୨୦୨୬, ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଏପ୍ରିଲ ୧ରୁ ୧୪ ତାରିଖ ପର୍ଯ୍ୟନ୍ତ ପାଳନ ହେଉଛି ଓଡ଼ିଆ ପକ୍ଷ। ଆଜି ଓଡ଼ିଆ ପକ୍ଷ ପାଳନର ଦ୍ଵିତୀୟ ଦିବସରେ ଓଡ଼ିଶା ବାସୀ ପାରମ୍ପରିକ ପୋଷାକ…

    Continue reading
    ରାଜ୍ୟରେ ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର

    ଭୁବନେଶ୍ଵର : ରାଜ୍ୟରେ ଜନଗଣନାକୁ ନେଇ ଆସିଲା ବଡ଼ ଅପଡେଟ୍। ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର ଲୋକ। ସ୍ଵଜନଗଣନା ପ୍ରକ୍ରିୟାରେ ଅଧିକରୁ ଅଧିକ ସାମିଲ ହେବା ପାଇଁ ସାଧାରଣ ଲୋକଙ୍କୁ ଅପିଲ୍ କଲେ ମୁଖ୍ୟ ଶାସନ ସଚିବ ଏବଂ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ