ଜୟପୁର ଡେପୁଟି ରେଞ୍ଜରଙ୍କ ଘରେ ଭିଜିଲାନ୍ସ ଚଢ଼ଉ

ଭୁବନେଶ୍ବର ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ କୋରାପୁଟର ଜୟପୁର ବନଖଣ୍ଡର ଡେପୁଟି ରେଞ୍ଜର ତଥା ଭାରପ୍ରାପ୍ତ ରେଞ୍ଜର ରାମଚନ୍ଦ୍ର ନେପାକଙ୍କ ଘର ସମେତ ୬ଟି ସ୍ଥାନରେ ଏକକାଳୀନ ଚଢ଼ଉ କରାଯାଇଛି। ଏପର୍ୟ୍ୟନ୍ତ ତାଙ୍କ ଘରେ ମାଟି ତଳୁ ନଗଦ ସାଢ଼େ ୩ ଲକ୍ଷ ଟଙ୍କା ମିଳିଛି।
ସ୍ୱତନ୍ତ୍ର ବିଚାରପତି, ଭିଜିଲାନ୍ସ, ଜୟପୁରଙ୍କ ଦ୍ୱାରା ଜାରି କରାଯାଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ୬ ଜଣ ଡିଏସପି, ୫ ଜଣ ଇନ୍ସପେକ୍ଟର, ୯ ଜଣ ଏଏସଆଇ ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ ଜୟପୁର ଏବଂ ଭୁବନେଶ୍ୱରର ନିମ୍ନଲିଖିତ ୬ଟି ସ୍ଥାନରେ ଏକକାଳୀନ ଘର ଚଢ଼ଉ କରାଯାଉଛି। ଏପର୍ୟ୍ୟନ୍ତ ତାଙ୍କ ଘରେ ମାଟି ତଳୁ ନଗଦ ସାଢ଼େ ୩ ଲକ୍ଷ ଟଙ୍କା ମିଳିଛି। ସ୍ୱତନ୍ତ୍ର ବିଚାରପତି, ଭିଜିଲାନ୍ସ, ଜୟପୁରଙ୍କ ଦ୍ୱାରା ଜାରି କରାଯାଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ୬ ଜଣ ଡିଏସପି, ୫ ଜଣ ଇନ୍ସପେକ୍ଟର, ୯ ଜଣ ଏଏସଆଇ ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ ଜୟପୁର ଏବଂ ଭୁବନେଶ୍ୱରର ନିମ୍ନଲିଖିତ ୬ଟି ସ୍ଥାନରେ ଏକକାଳୀନ ଘର ଚଢ଼ଉ କରାଯାଉଛି।

  • Garvita Odia

    Related Posts

    ବଳଙ୍ଗା ପୀଡ଼ିତାଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଆସିଛି :ପ୍ରଭାତୀ ପରିଡ଼ା

    ଭୁବନେଶ୍ୱର : ଦିଲ୍ଲୀରୁ ଫେରିଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଦିଲ୍ଲୀ ଏମ୍ସରେ ବଳଙ୍ଗା ପୀଡ଼ିତାଙ୍କୁ ଭେଟିଥିବା ନେଇ ସୂଚନା ଦେଇଛନ୍ତି ପ୍ରଭାତୀ ପରିଡ଼ା । ବଳଙ୍ଗା ପୀଡିତାଙ୍କ ପରିବାରକୁ ଦିଲ୍ଲୀ ଏମ୍ସରେ ଭେଟିବା ସହ ପୀଡ଼ିତାଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି…

    ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପର ଟେଣ୍ଡର ବାତିଲ

    ଭୁବନେଶ୍ୱର: ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ୨୦୨୪ ଜାନୁଆରୀ ପହିଲାରେ ଭିତ୍ତିପ୍ରସ୍ତର ପଡ଼ିଥିଲା । ଏବେ ସୁଦ୍ଧା କାମ ଶୂନ । ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପ କାମ ବିଳମ୍ବ ହେଉଥିବାରୁ ଠିକା ସଂସ୍ଥାର ଟେଣ୍ଡର ବାତିଲ ହୋଇଛି। ଠିକା ସଂସ୍ଥା ସିଗାଲ…

    Leave a Reply

    Your email address will not be published. Required fields are marked *

    You Missed

    ବଳଙ୍ଗା ପୀଡ଼ିତାଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଆସିଛି :ପ୍ରଭାତୀ ପରିଡ଼ା

    ବଳଙ୍ଗା ପୀଡ଼ିତାଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଆସିଛି :ପ୍ରଭାତୀ ପରିଡ଼ା

    ବିଜେଡ଼ି ଆଣିବ ଅନାସ୍ଥା !ଇଙ୍ଗିତ ଦେଲେ ଅରୁଣ

    ବିଜେଡ଼ି ଆଣିବ ଅନାସ୍ଥା !ଇଙ୍ଗିତ ଦେଲେ ଅରୁଣ

    ୧୫ ଦିନ ନହେଲେ ମାସେ ଭିତରେ ନୂଆ ଟିମ୍ ଏବଂ ମନ୍ତ୍ରିମଣ୍ଡଳ: ମନମୋହନ

    ୧୫ ଦିନ ନହେଲେ ମାସେ ଭିତରେ ନୂଆ ଟିମ୍ ଏବଂ ମନ୍ତ୍ରିମଣ୍ଡଳ: ମନମୋହନ

    ଏନକାଉଣ୍ଟରରେ ୩ ନକ୍ସଲ ନିହତ

    ଏନକାଉଣ୍ଟରରେ ୩ ନକ୍ସଲ ନିହତ

    ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପର ଟେଣ୍ଡର ବାତିଲ

    ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପର ଟେଣ୍ଡର ବାତିଲ

    ଜଳପ୍ରପାତରେ ବୁଡ଼ି ଦୁଇ ଡାକ୍ତରୀ ଛାତ୍ର-ଛାତ୍ରୀଙ୍କ ମୃତ୍ୟୁ