ଭୁବନେଶ୍ୱର,: ଝାରପଡ଼ା ଦୁର୍ଗାପୂଜା ମଣ୍ଡପର ଠିକଣା ବଦଳିଛି। ଜେଲ ରୋଡ୍ ଛକ ପରିବର୍ତ୍ତେ ଏଣିକି ମେଳଣ ପଡ଼ିଆରେ ପୂଜା ଅନୁଷ୍ଠିତ ହେବ। ଏନେଇ ଝାରପଡ଼ା ଦୁର୍ଗାପୂଜା ସମିତି ପକ୍ଷରୁ ସୂଚନା ଦିଆଯାଇଛି। ପ୍ରତିବର୍ଷ ଭଳି ଏଥର ମଧ୍ୟ ମହାଆଡ଼ମ୍ବର ସହକାରେ ମା’ଙ୍କ ପୂଜା ହେବ।

୦୬।୦୪।୨୦୨୬,ଭୁବନେଶ୍ୱର: ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପଟି ଆଜି ୧୪ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତ କରିଛନ୍ତି । ପ୍ରଫେସର ଡକ୍ଟର ଚଣ୍ଡୀ ପ୍ରସାଦ ନନ୍ଦଙ୍କୁ ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତି ଓ ପ୍ରଫେସର ଅର୍କ କୁମାର ଦାସ ମହାପାତ୍ରଙ୍କୁ ରେଭେନ୍ସା ବିଶ୍ୱବିଦ୍ୟାଳୟର କୁଳପତି ଭାବେ…
ଭୁବନେଶ୍ୱର,୦୬।୦୪।୨୦୨୬:୫ କେଜିଆ ଗ୍ୟାସ ସିଲିଣ୍ଡର ବ୍ୟାନ୍ ନେଇ ଖାଦ୍ୟଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଘୋଷଣା ସହରାଞ୍ଚଳରେ କମ୍ପନ ସୃଷ୍ଟି କରିଥିଲା । ବିଶେଷକରି ଛାତ୍ରଛାତ୍ରୀ ଓ ଶ୍ରମିକମାନେ ଚିନ୍ତାରେ ପଡ଼ି ଯାଇଥିଲେ । କିନ୍ତୁ ଆଜି ସେମାନଙ୍କୁ ଆଶ୍ୱସ୍ତି ମିଳିଛି ।…