ଝାରସଗୁଡାରେ ପ୍ରଧାନମନ୍ତ୍ରୀ

ଝାରସୁଗୁଡା: ଝାରସୁଗୁଡାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ଝାରସୁଗୁଡା ବିମାନ ବନ୍ଦରରେ ପହଞ୍ଚିବା ପରେ ରୋଡ ଶୋରେ ଅମଲିପାଲି ସମାବେଶ ସ୍ଥଳକୁ ଯାଉଛନ୍ତି । ପ୍ରଧାନମନ୍ତ୍ରୀ ସାଢ଼େ ୧୧ଟାରୁ ସାଢ଼େ ୧୨ଟା ପର୍ୟ୍ୟନ୍ତ ଏକ ଘଣ୍ଟାର ଏହି କାର୍ୟ୍ୟକ୍ରମରେ ଯୁବ ସମାବେଶକୁ ସମ୍ବୋଧନ କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ଓଡ଼ିଶା ପାଇଁ ୧୭୦୦ କୋଟି ଟଙ୍କାର ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ସହ ସଡ଼କ, ଶିକ୍ଷା, ସ୍ବାସ୍ଥ୍ୟ ଏବଂ ବିଭିନ୍ନ ଉନ୍ନୟନମୂଳକ ଏକାଧିକ ପ୍ରକଳ୍ପର ଶିଳାନ୍ୟାସ ତଥା ଲୋକାର୍ପଣ କରିବା କାର୍ୟ୍ୟକ୍ରମ ରହିଛି।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ସ୍ୱଚ୍ଛତା ପକ୍ଷ ପାଳନ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ଭାରତ ସରକାରଙ୍କ ନିର୍ଦ୍ଦେଶକ୍ରମେ ସ୍ୱଚ୍ଛତା ପକ୍ଷ ପାଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ସ୍ୱାଧୀନତା ଦିବସ ଉପଲକ୍ଷେ ଅଗଷ୍ଟ ୧ରୁ ୧୫ ତାରିଖ ପର୍ଯ୍ୟନ୍ତ ସ୍ୱଚ୍ଛତା ପକ୍ଷ ପାଳନ କରାଯାଉଥିବା ବେଳେ ଏହାର…

    Continue reading
    ସୁଗଡ଼ବାଡ଼ି ବାଳିକା ବିଦ୍ୟାଳୟ ପରିସରରେ ‘ଆମ ପୋଲିସ ଆମ ସାଥୀ’ କାର୍ଯ୍ୟକ୍ରମ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆ ପୁଲିସ ପ୍ରଶାସନ ପକ୍ଷରୁ ‘ଆମ ପୋଲିସ ଆମ ସାଥୀ’ କାର୍ଯ୍ୟକ୍ରମ ସ୍ଥାନୀୟ ସୁଗଡ଼ବାଡ଼ି ବାଳିକା ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଛାତ୍ରୀମାନଙ୍କୁ ସାଇବର ଅପରାଧ, ଆଇନ, ପୋକ୍ସୋ ଆଇନ (ଶିଶୁ ଯୌନ ନିର୍ଯାତନା ନିବାରଣ ଆଇନ୍)ଓ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ