ଟଳିଲା ସଙ୍କଟ : ୟୁପିରୁ ଓଡିଶାକୁ ଆସିଲା ଆଳୁ

ଭୁବନେଶ୍ବର: ଟଳିଲା ଆଳୁ ସଙ୍କଟ ୟୁପିରୁ ଆସିଲା ଆଳୁ । ବହୁ କସରତ ପରେ ଶେଷରେ ଓଡିଶାରେ ପହଞ୍ଚିଲା ୟୁପି ଆଳୁ । ତେବେ ଆଳୁ ପହଞ୍ଚିବା ପରେ ଆଳୁ ଦର କମିବା ନେଇ ସମ୍ଭାବନା ରହିଛି । ଉତ୍ତରପ୍ରଦେଶରୁ ଆସିଛି ଆଳୁ। ହେଲେ ଟ୍ରେନରେ ନୁହେଁ ଟ୍ରକରେ ଆସିଛି ଆଳୁ। ଆଇଗିଣିଆକୁ ଆସିଛି ୧୦ଟି ଆଳୁ ଗାଡ଼ି। ୧୦ ସୁଦ୍ଧା ଆହୁରି ଗାଡି ଆସିବ ବୋଲି ଜଣାପଡ଼ିଛି। ଆଜି ସକାଳୁ କିଛି ଆଳୁ ଟ୍ରକ ଆସି ପହଞ୍ଚିଛି। ଆଇଗିଣିଆ ଆଳୁ ଗୋଦାମରେ ଆଳୁ ଅନଲୋଡ ହେଉଛି।

ତେବେ ସରକାରଙ୍କ ଦ୍ଵାରା କେତେ ଆଳୁ ଟ୍ରକ୍ ଆସିଛି ତାହା ଜଣା ପଡ଼ିନାହିଁ। ପଶ୍ଚିମବଙ୍ଗରୁ ମଧ୍ୟ କିଛି ଗାଡି ଆସିଥିବା ଜଣାପଡିଛି।ଓଡ଼ିଶା ବ୍ୟବସାୟୀ ମହାସଂଘ ମହାସଚିବ ସୁଧାକର ପଣ୍ଡାଙ୍କ ସୂଚନା ଅନୁଯାୟୀ ଆଜି ୬୦ରୁ୭୦ ଟ୍ରକ ଆଳୁ ରାଜ୍ୟକୁ ଆସିବ। ଏହା ପ୍ରଭାବରେ ଆଜି ଆଳୁ ରେଟ୍ କମିବା ନେଇ ସମ୍ଭାବନା ରହିଛି।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ