ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର: ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ପୋଲିସର ପ୍ରାଥମିକ ତଦନ୍ତ ପରେ ପିଏସ୍‌ଓଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।

ଏପରିକି ବିଧାୟକ ଜୈନଙ୍କ ସୁରକ୍ଷା ଦାୟିତ୍ୱରୁ ପିଏସ୍‌ଓ ନାଗଙ୍କୁ ଅନ୍ତର କରାଯାଇଛି। ଉତ୍ତରାଞ୍ଚଳ ଆଇଜିଙ୍କ ଜେରା ପରେ ପିଏସ୍‌ଓଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି କହିଛନ୍ତି।

ସୂଚନା ଯୋଗ୍ୟ, ଟିଟିଲାଗଡ଼ ସହରରେ ଶୁକ୍ରବାର ପବିତ୍ର ରାମ ନବମୀ ଅବସରରେ ଆଧ୍ୟାତ୍ମିକ ଶୋଭାଯାତ୍ରା ହୋଇଥିଲା। ସେତିକିବେଳେ ସର୍ବସମ୍ମୁଖରେ ବିଧାୟକ ଫାଙ୍କା ଗୁଳିଚାଳନା କରିଥିଲେ। ଯାହା ଚର୍ଚ୍ଚାର ବିଷୟ ହୋଇଥିଲା।

  • Related Posts

    କୌଣସି ବି ଶିଶୁ ଶିକ୍ଷାରୁ ବଞ୍ଚିତ ହେବେ ନାହିଁ- ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର :ସାହିଗଳିରେ ବିଦ୍ୟା ଆରମ୍ଭ ପର୍ବକୁ ଉତ୍ସବ ଭାବେ ପାଳନ କରାଯାଉଛି। ଏହାଦ୍ୱାରା ପିଲାଙ୍କ ନାମଲେଖା ପାଇଁ ବାପା ମା’ମାନେ ଉତ୍ସାହିତ ହେଉଛନ୍ତି। ଆଜି ରାଜ୍ୟ ସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମ-୨୦୨୬ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ…

    Continue reading
    ଜଗାକୁ ଦରକାର ଦ୍ବିତୀୟ ଅପରେସନ୍

    ଭୁବନେଶ୍ୱର: ଜଗାକୁ ଦରକାର ଦ୍ବିତୀୟ ଅପରେସନ୍। ବହୁଚର୍ଚ୍ଚିତ କନ୍ଧମାଳ ଜିଲ୍ଲାର ଯୋଡାମୁଣ୍ଡ ଶିଶୁ ଜଗା ସୁସ୍ଥ ହେଉଛି। କିନ୍ତୁ ତାକୁ ଦରକାର ଦ୍ବିତୀୟ ଅପରେସନ୍। ଆଜି ଏନେଇ ପ୍ରତିକ୍ରିୟା ରଖିଛନ୍ତି ପୂର୍ବତନ ଏମ୍ସ ନିର୍ଦ୍ଦେଶକ ତଥା ବରିଷ୍ଠ ସର୍ଜନ ଡାକ୍ତର ଅଶୋକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ