ଟି-ଟ୍ୱେଣ୍ଟି ବିଶ୍ୱକପ ଭାରତୀୟ ଟିମ୍ ଘୋଷଣା; ଗିଲ୍ ଆଉଟ୍

ନୂଆଦିଲ୍ଲୀ: ଟି-ଟ୍ୱେଣ୍ଟି ବିଶ୍ୱକପ ୨୦୨୬ ପାଇଁ ଭାରତୀୟ ଦଳ ଘୋଷଣା ହୋଇଛି । ଦୀର୍ଘ ସମୟ ଥରି ବୈଠକ ପରେ ୧୫ ଜଣିଆ ସ୍କ୍ୱାଡ୍ ଘୋଷଣା କରିଛି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ । ପ୍ରେସମିଟ୍ କରି ଟିମ୍ ଘୋଷଣା କରିଛନ୍ତି ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକର । ସୂର୍ୟ୍ୟକୁମାର ଯାଦବ ଅଧିନାୟକ । ଅକ୍ଷର ପଟେଲଙ୍କୁ ଉପ-ଅଧିନାୟକ ଭାର ମିଳିଛି । ଶୁବମନ ଗିଲ୍ ଦଳରୁ ବାଦ ପଡିଛନ୍ତି । ଇଶାନ କିସନଙ୍କ ସରପ୍ରାଇଜ ଏଣ୍ଟ୍ରୀ ହୋଇଛି ଆସନ୍ତା ଫେବୃଆରୀ ୭ରୁ ବିଶ୍ୱକପ ଲଢେଇ । ଭାରତ-ଶ୍ରୀଲଙ୍କା ରହିବେ ଆୟୋଜକ । ପ୍ରଥମ ମ୍ୟାଚରେ ପ୍ରଥମ ମ୍ୟାଚରେ ୟୁଏସଏକୁ ଭେଟିବ ଭାରତ ।

୧୫ ଜଣିଆ ଭାରତୀୟ ଟିମ୍- ସୂର୍ୟ୍ୟକୁମାର ଯାଦବ (ଅଧିନାୟକ), ଅକ୍ଷର ପଟେଲ (ଉପଅଧିନାୟକ), ଅଭିଷେକ ଶର୍ମା, ତିଲକ ବର୍ମା, ହାର୍ଦ୍ଦିକ ପାଣ୍ଡ୍ୟା, ସଞ୍ଜୁ ସାମସନ୍ (ୱିକେଟ୍ କିପର), ଶିବମ୍ ଦୁବେ, ୱାଶିଂଟନ୍ ସୁନ୍ଦର, ରିଙ୍କୁ ସିଂହ, ଯଶପ୍ରୀତ୍ ବୁମରା, ହର୍ଷିତ ରାଣା, ଅର୍ଶଦୀପ ସିଂ,​​​​​​​ କୁଳଦୀପ ଯାଦବ, ବରୁଣ ଚକ୍ରବର୍ତ୍ତୀ, ଇଶାନ କିସନ (ୱିକେଟ୍ କିପର)​​​​​​​ ।

  • Related Posts

    ଆଇପିଏଲ: ଆଜି ଦିଲ୍ଲୀ-ଲକ୍ଷ୍ନୌ ମୁହାଁମୁହିଁ

    ଆଜି ଆଇପିଏଲ ୨୦୨୬ର ପଞ୍ଚମ ମ୍ୟାଚ ଖେଳାଯିବ । ରିଷଭ ପନ୍ତଙ୍କ ନେତୃତ୍ୱରେ ଲକ୍ଷ୍ନୌ ଦଳ ଘରୋଇ ଗ୍ରାଉଣ୍ଡ୍‌ରେ ଦିଲ୍ଲୀକୁ ଭେଟିବ । ଉଭୟ ଦଳ ବିଜୟ ସହ ଅଭିଯାନ ଆରମ୍ଭ କରିବାକୁ ଲକ୍ଷ୍ୟ ରଖିଥିବାରୁ ଆଜି ଏକ ସଂଘର୍ଷପୂର୍ଣ୍ଣ ମୁକାବିଲା…

    Continue reading
    ବାଂଲାଦେଶରେ ଆଇପିଏଲ୍‌ ପ୍ରସାରଣ ବନ୍ଦ

    ନୂଆଦିଲ୍ଲୀ: ବାଂଲାଦେଶରେ ଚଳିତ ଆଇପିଏଲ୍‌ର ଟିଭି ପ୍ରସାରଣ ହେବନାହିଁ। ବାଂଲାଦେଶରେ ଟିସ୍ପୋର୍ଟସ ଚ୍ୟାନେଲ ଆଇପିଏଲ୍‌ ମ୍ୟାଚ୍‌ର ପ୍ରସାରଣ କରିବାର ଥିଲା। ହେଲେ ବକେୟା ଅର୍ଥ ଦେଇ ନଥିବାରୁ ଟିସ୍ପୋର୍ଟସ ସହ ଆଇପିଏଲ୍‌ର ପ୍ରସାରଣ ଅଧିକାର ପାଇଥିବା ଜିଓଷ୍ଟାର୍ ଚୁକ୍ତି ବାତିଲ କରିଦେଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ