ଟ୍ରକ୍‌ ପଛପଟରେ ଯାତ୍ରୀବାହୀ ବସ୍‌ ଧକ୍କା, ୩୦ଯାତ୍ରୀ ଆହତ

ବାଲେଶ୍ୱର: ବାଲେଶ୍ୱର ଜିଲା ୬୦ ନମ୍ବର ଜାତୀୟ ରାଜପଥର ବସ୍ତା ଥାନା ଅନ୍ତର୍ଗତ ଜୁଣବଳଦା ଛକ ନିକଟରେ ଏକ ଟ୍ରକ୍‌ ପଛପଟରେ ଯାତ୍ରୀବାହୀ ବସ୍‌ ଧକ୍କା ଦେବାରୁ ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଥିବା ଜଣାପଡ଼ିଛି। ସେମାନଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ଗତକାଲି ବିଳମ୍ବିତ ରାତିରେ ଦାସ ଆଣ୍ଡ ଦାସ ନାମକ ଏହି ଘରୋଇ ବସ୍‌ଟି ୫୦ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କୁ ନେଇ ଭୁବନେଶ୍ୱରରୁ କୋଲକାତା ଅଭିମୁଖେ ଯାଉଥିଲା। ଜୁଣବଳଦା ନିକଟରେ ଛିଡ଼ା ହୋଇଥିବା କୋଇଲା ବୋଝେଇ ଟ୍ରକ୍‌କୁ ପଛପଟୁ ବସ୍‌ଟି ଧକ୍କା ଦେଇଥିଲା। ବସ୍‌ର ସମ୍ମୁଖ ଭାଗ ସମ୍ପୂର୍ଣ୍ଣ ନଷ୍ଟ ହୋଇଥିବାବେଳେ ଘଟଣାସ୍ଥଳରେ ବସ୍ତା ଥାନା ପୋଲିସ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ