ଟ୍ରେନ୍ ଧକ୍କାରେ ୨ ମୃତ

ଯାଜପୁର : ଟ୍ରେନ୍ ଧକ୍କାରେ ୨ ମୃତ। ରେଳ ଧାରଣାରେ ପଡ଼ିରହିଛି ମୃତଦେହ। ଯାଜପୁର ରୋଡ ଥାନା ଅହମ୍ମଦନଗର ନିକଟରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ରେଳବାଇ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ସୂଚନାନୁଯାୟୀ, ରବିବାର ସକାଳୁ ଅହମ୍ମଦନଗରର କିଛି ଲୋକ ରେଳ ଧାରଣାରେ ୨ ଜଣ ବୟକ୍ତିଙ୍କ ମୃତଦେହ ପଡିଥିବା ଦେଖିବାକୁ ପାଇଥିଲେ। ଏହାପରେ ସ୍ଥାନୀୟ ରେଲୱେ ପୋଲିସକୁ ଖବର ଦେଇଥିଲେ। ଖବର ପାଇ ରେଲୱେ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି। ସେପଟେ ୨ ମୃତ ବ୍ୟକ୍ତିଙ୍କ ପରିଚୟ ମିଳିନଥିବା ବେଳେ ମୃତ୍ୟର କାରଣ ଅସ୍ପଷ୍ଟ ରହିଛି।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ