ଡ଼.ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ଜନ୍ମ ଜୟନ୍ତୀ ପାଳିତ

ଦେବଗଡ଼: ଡ଼. ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ୧୨୫ତମ ଜନ୍ମ ଜୟନ୍ତୀ ଦେବଗଡ଼ ଜିଲ୍ଲା ବିଜେପି କାର୍ଯ୍ୟାଳୟ ପରିସରରେ ପାଳିତ ହୋଇଯାଇଛି। ଜିଲ୍ଲା ସଭାପତି ଅରୁଣ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଜ୍ୟ କାର୍ଯ୍ୟକାରିଣୀ ସଭ୍ୟ ଅଂଶୁମାନ ସବୁଜ ମାହାନ୍ତ ଓ ଆଇନଜୀବୀ ଆଲୋକ ମିଶ୍ର ବକ୍ତା ଭାବେ ଯୋଗ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଉପସଭାପତି ଯୋଗେଶ ଚନ୍ଦ୍ର ପ୍ରଧାନ, ଜିଲ୍ଲା ସାଧାରଣ ସଂପାଦକ ସରୋଜ ପାଢ଼ୀ, ମୀନକେତନ ପ୍ରଧାନ, ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ପ୍ରଶାନ୍ତ ବେହେରା, ସଂପାଦକ ପ୍ରୀତି ପରମିତା ବେହେରା ମଂଚାସୀନ ଥିଲେ। କାର୍ଯ୍ୟକ୍ରମରେ ଯୁବମୋର୍ଚ୍ଚା ସଭାପତି ସୁବ୍ରତ ବେହେରା, ଏସ୍‌ଟି ମୋର୍ଚ୍ଚାର ସଭାପତି ଟିକେଶ୍ବର ପ୍ରଧାନ, ଏସ୍‌ସି ମୋର୍ଚ୍ଚା ସଭାପତି ଦେବାନନ୍ଦ ନାଏକ, କୋଷାଧ୍ୟକ୍ଷ ଅଶୋକ ପ୍ରଧାନ, ଦେବଗଡ଼ ମଣ୍ଡଳ ସଭାପତି ରାଜେନ୍ଦ୍ର ଆଚାର୍ଯ୍ୟଙ୍କ ସମେତ ବହୁ ବିଜେପି କର୍ମୀ ଉପସ୍ଥିତ ଥିଲେ। ଜିଲ୍ଲା ବିଜେପି ଉପସଭାପତି ରଞ୍ଜିତ ପଟେଲ ଧନ୍ୟବାଦ ଦେଇଥିଲେ।

  • Related Posts

    ପ୍ରଣବଙ୍କ ବିୟୋଗରେ ମୋହନଙ୍କ ଶୋକପ୍ରକାଶ

    ଭୁବନେଶ୍ୱର:ଆଉ ନାହାନ୍ତି ଓଡ଼ିଶା ସଂଗୀତ ଜଗତର ପ୍ରଖ୍ୟାତ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ। ଆଜି ୮୮ ବର୍ଷ ବୟସରେ ସେ ସମସ୍ତଙ୍କୁ ଛାଡ଼ି ପରପାରିକୁ ଚାଲି ଯାଇଛନ୍ତି। ଓଡ଼ିଆ ସଙ୍ଗୀତ ଜଗତରେ ବେତାଜ ବାଦଶାହ ଭାବେ ସେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ।ଆଜି…

    Continue reading
    ପରଲୋକରେ ପ୍ରଣବ ପଟ୍ଟନାୟକ

    ଭୁବନେଶ୍ୱର: ଆଉ ନାହାନ୍ତି ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଣବ ପଟ୍ଟନାୟକ ।୮୮ ବର୍ଷ ବୟସରେ ସେ ଆଜି ଆଖି ବୁଜିଛନ୍ତି ।ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ଦିନ ୧୧.୩୦ରେ ତାଙ୍କର ପରଲୋକ ହୋଇଛି । ତାଙ୍କ ପରଲୋକ ଖବର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ