ତାମିଲନାଡୁ ଗ୍ୟାସ୍ ଲିକ୍ ଘଟଣା : ମୃତ ଓଡ଼ିଆ ଶ୍ରମିକଙ୍କ ସହାୟତା ରାଶିକୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧିକଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍ ଲିକ୍ ଦୁର୍ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଥିଲେ।

ଏହା ସହିତ ପ୍ରତ୍ୟେକ ମୃତ ଶ୍ରମିକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ CMRFରୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କରିଥିଲେ। ଆଜି ମୁଖ୍ୟମନ୍ତ୍ରୀ ଏହି ସହାୟତା ରାଶିର ପରିମାଣକୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି।

  • Related Posts

    ଇଞ୍ଜିନିୟରମାନଙ୍କ ପାଇଁ ନୂଆ ବଦଳି ନୀତି ଲାଗୁ

    ବିଗତ କିଛିମାସ ଧରି ଭିଜିଲାନ୍ସ ଜାଲରେ ମାଳମାଳ ଇଞ୍ଜିନିୟର ଧରାପଡ଼ିବା ପରେ ରାଜ୍ୟ ସରକାର ଓଡ଼ିଶା ଇଞ୍ଜିନିୟରିଂ ସେବା(ଓଇଏସ) ଓ ଓଡ଼ିଶା ଡିପ୍ଲୋମା ଇଞ୍ଜିନିୟରିଂ ସେବା(ଓଡ଼ିଇଏସ) କ୍ୟାଡ଼ରର ଅଧିକାରୀମାନଙ୍କ ପାଇଁ ନୂଆ ବଦଳି ନୀତି ଲାଗୁ କରିଛନ୍ତି। ୨୦୧୯ ସେପ୍ଟେମ୍ବର ୨୪ର…

    Continue reading
    ୪୮ ଘଣ୍ଟା ମଧ୍ୟରେ ସାରା ଓଡ଼ିଶା ଛୁଇଁବ ମୌସୁମୀ

    ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମମୌସୁମୀ ବାୟୁ ସୋମବାର ଓଡ଼ିଶାର ଆହୁରି କିଛି ଅଞ୍ଚଳକୁ ପ୍ରବେଶ କରିଛି। ମୌସୁମୀ ବାୟୁର ଉତ୍ତର ସୀମା ଏବେ ବଲାଙ୍ଗୀର ଓ ବରଗଡ଼ର ଅଳ୍ପ ଅଂଶ, ନବରଙ୍ଗପୁର ଓ ଝାରସୁଗୁଡ଼ାର କିଛି ଅଂଶ, କଳାହାଣ୍ଡି, ସୋନପୁର ଏବଂ ସୁନ୍ଦରଗଡ଼ର ଅଧିକାଂଶ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ