ତାମିଲନାଡୁ : ୪୫ ଆସନରେ ଟିଭିକେ ଆଗୁଆ

ଗର୍ବିତ ଓଡ଼ିଆ : ଟିଭି ପରଦାରେ ଅନେକ ଫଳାଫଳ ମନଇଚ୍ଛା ଦର୍ଶାଯାଉଛି । ଏଭଳି କ୍ଷେତ୍ରରେ ନିର୍ବାଚନ କମିଶନଙ୍କ ତଥ୍ୟ ହିଁ ସଠିକ୍‌ । ନିର୍ବାଚନ କମିଶନଙ୍କ ତଥ୍ୟ ଅନୁଯାୟୀ, ତାମିଲନାଡୁରେ ଟିଭିକେ ୪୫ ଆସନରେ ଆଗୁଆ ଥିବାବେଳେ ଏଡ଼ିଏମକେ ୪୧ ଓ ଡିଏମକେ ୧୯ ଆସନରେ ଅଗ୍ରଣୀ ଲାଭ କରିଛି । ଯେତେବେଳେକି ପିଏମକେ ୨ ଓ କଂଗ୍ରେସ ୨ ଆସନରେ ଆଗୁଆ ରହିଛି । ଟିଭିକେରେ ଦମଦାର ପ୍ରଦର୍ଶନ ବିଜୟଙ୍କ ଶିବିରକୁ ଉତ୍ସାହିତ କରିଦେଇଛି । ସେ ଏବେ କିଙ୍ଗମେକର ଭୂମିକାରେ ରହିବେ ବୋଲି ଅନୁମାନ କରାଯାଉଛି । ତେବେ ଏହା ପ୍ରାରମ୍ଭିକ ଟ୍ରେଣ୍ଡ ।
ତାମିଲନାଡୁରେ ବଡ଼ ହଲଚଲ ସୃଷ୍ଟିହୋଇଛି । ମୁଖ୍ୟମନ୍ତ୍ରୀ ଏମ କେ ଷ୍ଟାଲିନଙ୍କୁ ପଛରେ ପକାଇ ଦେଇଛନ୍ତି ସୁପରଷ୍ଟାର ବିଜୟ । ନିର୍ବାଚନ ପୂର୍ବରୁ ପ୍ରତିକୂଳ ସ୍ଥିତିର ସାମ୍ନା କରୁଥିଲେ ବିଜୟ । ହେଲେ ତାମିଲନାଡୁର ଲୋକେ ଟିଭିକେକୁ ପସନ୍ଦ କରିଛନ୍ତି ।

Related Posts

 ଆସନ୍ତା କାଲି ଦେଶର ୭୫୦ ଜିଲ୍ଲା ମୁଖ୍ୟାଳୟରେ ‘‘ବିକଶିତ ଭାରତ ସଂକଳ୍ପ ସଭା’’ଅନୁଷ୍ଠିତ ହେବ

ଭାରତର ଗଣତାନ୍ତ୍ରିକ ଇତିହାସରେ ଏକ ଅତ୍ୟନ୍ତ ଗୌରବମୟ ଦିନ: ଶ୍ରୀ ମନମୋହନ ସାମଲ ଭୂବନେଶ୍ୱର, ତା.୦୬/୧୦: ସରକାରଙ୍କ ମୁଖ୍ୟ ଭାବରେ ନିରବଚ୍ଛିନ୍ନ ୨୫ ବର୍ଷର ଗୌରବମୟ ନେତୃତ୍ୱ ପୂରଣ କରିଥିବାରୁ କେନ୍ଦ୍ର କ୍ୟାବିନେଟ୍ ଆଜି ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କୁ…

Continue reading
ଅସ୍ତିତ୍ୱ ହରାଇ ବିଜେଡି ଏବେ ‘ନିର୍ମୂଳୀ ଲତା’ସଦୃଶ

 ଇଣ୍ଡି ମେଂଟ ଓ କଂଗ୍ରେସର ନୈତିକତାର ବଡ଼ ବଡ଼ କଥା କେବଳ ରାଜନୈତିକ ଡ୍ରାମାବାଜି  ବିଜେଡି ଓ ‘ଇଣ୍ଡି’ ମେଂଟର ମଧୁଚନ୍ଦ୍ରିକା ବହୁ ପୁରୁଣା  ନିଜ ରାଜନୈତିକ ସ୍ୱାର୍ଥ ପାଇଁ ଏବେ ବିଭିନ୍ନ ସାହାରା ଖୋଜୁଛି ବିଜୁ…

Continue reading

Leave a Reply

Your email address will not be published. Required fields are marked *

You Missed

ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ