ଦନ୍ତାହାତୀର ମୃତଦେହ ଠାବ

ଭବାନୀପାଟଣା:କଳାହାଣ୍ଡି ଉତ୍ତର ବନଖଣ୍ଡ ଅନ୍ତର୍ଗତ ନର୍ଲା ରେଞ୍ଜ ଅନ୍ତର୍ଗତ କମର୍ଦ୍ଧା ଗାଁ ଠାରୁ ପ୍ରାୟ ୧ କିମି ଦୂରରେ ଏକ ଦନ୍ତା ହାତୀର ଗଳିତ ମୃତ ଦେହ ଠାବ ହେଇଛି। ଆଜି ସକାଳୁ ଗାଁ ଲୋକଙ୍କ ଠାରୁ ଖବର ପାଇ ବନ କର୍ମଚାରୀ ମାନେ ଘଟଣାସ୍ଥଳରେ ପହଞ୍ଚିଛନ୍ତି । ହାତୀଟି କିପରି ମୃତ୍ୟୁବରଣ କଲା ତାର କାରଣ ସ୍ପଷ୍ଟ ହୋଇନାହିଁ। ସୂଚନାଯୋଗ୍ୟ ଏହି ଅଞ୍ଚଳରେ ହାତୀପଲ ନିୟମିତ ଭାବେ ଯାତାୟାତ କରନ୍ତି। ଗତବର୍ଷ ଏହି ଅଞ୍ଚଳରେ ଟ୍ରେନ୍ ଚାପାରେ ଗୋଟିଏ ହାତୀ ମୃତ୍ୟୁବରଣ କରିଥିଲା।

  • Related Posts

    ଆଜି ନୋମିନେସନ୍ ପ୍ରତ୍ୟାହାର, ଅପରାହ୍ନ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା

    ଭୁବନେଶ୍ୱର: ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେଉଛି । ଶୁକ୍ରବାର ଆଶାୟୀ ପ୍ରାର୍ଥୀମାନେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଅପରାହ୍ନରେ ପ୍ରାର୍ଥୀପତ୍ର ଯାଞ୍ଚ ପରେ ସଂଧ୍ୟାରେ ବୈଧ ନାମାଙ୍କନ ପ୍ରକାଶ ପାଇଥିଲା । ଆଜି ପ୍ରାର୍ଥୀପତ୍ର ପ୍ରତ୍ୟାହାର…

    Continue reading
    ଓଡ଼ିଶା ଗସ୍ତରେ ଆସୁଛନ୍ତି ମୋହନ ଭାଗବତ

    ଭୁବନେଶ୍ୱର: ରାଷ୍ଟ୍ରୀୟ ସ୍ୱଂୟସେବକ ସଂଘର ସରସଂଘଚାଳକ ଡ. ମୋହନ ଭାଗବତ ଶନିବାର ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ସେ ଆଜି ଅପରାହ୍ନ ୪ ଘଟିକାରେ ସମ୍ବଲପୁରରେ ପହଞ୍ଚିବେ ବୋଲି ସଂଘର ଓଡ଼ିଶା ପୂର୍ବ ପ୍ରାନ୍ତର ପ୍ରାନ୍ତ ପ୍ରଚାର ପ୍ରମୁଖ ସୁମନ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ