ଦିନରେ ଅଗ୍ନିବର୍ଷା, ସନ୍ଧ୍ୟାରେ ଝଡ଼ବର୍ଷା

ଭୁବନେଶ୍ୱର: ଦିନରେ ଅଗ୍ନିବର୍ଷା, ସନ୍ଧ୍ୟାରେ ଝଡ଼ବର୍ଷା। ସକାଳୁ ତାତି ଓ ଗୁଳୁଗୁଳି, ଆଉ ଅପରାହ୍ଣରେ ବଦଳିଯାଉଛି ପାଗ ମିଜାଜ୍। ମାଡ଼ି ଆସୁଛି ମେଘ ପବନ। ଗତ କିଛି ଦିନ ହେବ ରାଜ୍ୟରେ ଏମିତି ପାଗ ଜାରି ରହିଛି। ଆସନ୍ତା ୪ ଦିନ ଯାଏଁ ରାଜ୍ୟରେ ଜାରି ରହିବ ଝଡ଼ବର୍ଷା ପ୍ରଭାବ। ଆଜି ପାଇଁ ବିଶେଷ ଭାବେ ଦକ୍ଷିଣ ଓଡ଼ିଶାର ୫ ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲାକୁ ବିଜୁଳି ସହ ଘଡ଼ଘଡ଼ି ବର୍ଷାର ପୂର୍ବାନୁମାନ କରାଯାଇଛି। ପରେ ୬ ଓ ୭ ତାରିଖରେ ସର୍ବାଧିକ ରହିପାରେ ଝଡ଼ବର୍ଷାର ପ୍ରକୋପ। ୬ ଓ ୭ ତାରିଖ ଉତ୍ତରରୁ ଦକ୍ଷିଣ ଏବଂ ଉପକୂଳ ଓଡ଼ିଶାର ପ୍ରାୟ ସବୁ ଜିଲ୍ଲାରେ ପ୍ରବଳ ବର୍ଷିବ।

  • Related Posts

    ବିଜେପିର ୪୬ ତମ ପ୍ରତିଷ୍ଠା ଦିବସ: ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

    ଭୁବନେଶ୍ବର: ବିଶ୍ବର ସର୍ବବୃହତ ରାଜନୈତିକ ଦଳ ବିଜେପିର ଆଜି ୪୬ ତମ ପ୍ରତିଷ୍ଠା ଦିବସ । ୪୫ ବର୍ଷ ତଳେ ଆଜିର ଦିନରେ ଅର୍ଥାତ ୬ ଏପ୍ରିଲ ୧୯୮୦ରେ ତିଆରି ହୋଇଥିଲା ଭାରତୀୟ ଜନତା ପାର୍ଟୀ। ବିଜେପିର ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା…

    Continue reading
    କଟକ ନେତାଜୀ ବସ ଟର୍ମିନାଲ ସ୍ଥାନାନ୍ତର ଦାବି ଉଠାଇଲେ ଭର୍ତ୍ତୃହରି

    କଟକ : କଟକ ନେତାଜୀ ବସ ଟର୍ମିନାଲରେ ସ୍ଥାନାନ୍ତର ନେଇ କଟକ ସାଂସଦ ଭର୍ତ୍ତୃହରି ମହତାବଙ୍କ ଦାବି । ଭର୍ତ୍ତୃହରି କହିଛନ୍ତି, କଟକ ବସ ଗମନାଗମନ ସୁଗମ କରିବାକୁ କାଠଯୋଡ଼ି ଉପରେ ୧୩୦ କୋଟି ଟଙ୍କା ବ୍ୟୟରେ ୬ ଲେନ୍ ସେତୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ