ଦିଲ୍ଲୀରୁ ଫେରିଲେ ମନମୋହନ, ବିମାନବନ୍ଦରରେ ବିପୁଳ ସ୍ବାଗତ

ଭୁବନେଶ୍ୱର : ରାଜ୍ୟସଭା ସାଂସଦ ଭାବରେ ଶପଥ ଗ୍ରହଣ ପରେ ଓଡ଼ିଶା ଫେରିଛନ୍ତି ମନମୋହନ ସାମଲ। ଭୁବନେଶ୍ୱର ବିମାନବନ୍ଦରରେ ତାଙ୍କୁ ସ୍ୱାଗତ କରିବାକୁ ଶହ ଶହ ସଂଖ୍ୟାରେ ବିଜେପି ନେତା ଓ କର୍ମୀ ଏକାଠି ହୋଇଛନ୍ତି।

ପାରମ୍ପରିକ ଢୋଲ, ବାଜା ବଜାଇ ତାଙ୍କୁ ସ୍ବାଗତ କରାଯାଇଛି। ଏୟାରପୋର୍ଟରୁ ଏକ ବାଇକ ରାଲିରେ ମନମୋହନଙ୍କୁ ପାର୍ଟି କାର୍ୟ୍ୟାଳୟ ଯାଏଁ ଅଣାଯିବ। ଗତକାଲି ରାଜ୍ୟସଭା ସାଂସଦ ଭାବେ ଶପଥ ନେଇଥିଲେ ମନମୋହନ ସାମଲ।

  • Related Posts

    ଜିଲ୍ଲା ଭାଜପା ମହିଳା ମୋର୍ଚ୍ଚା ସାଧାରଣ ସମ୍ପାଦିକାଙ୍କୁ ସମ୍ବର୍ଦ୍ଧନା

    ରାଇକିଆ: କନ୍ଧମାଳ ଜିଲ୍ଲା ଭାଜପା ମହିଳା ମୋର୍ଚ୍ଚାର ସାଧାରଣ ସମ୍ପାଦିକା ଭାବେ ମନୋନୀତ ହୋଇଥିବା ରାଇକିଆ ସରପଞ୍ଚ ଶ୍ରୀମତୀ ଗୀତାଞ୍ଜଳି ନାୟକଙ୍କୁ ଭାଜପା ପକ୍ଷରୁ ଅଭିନନ୍ଦନ ସହ ସମ୍ବର୍ଦ୍ଧିତ କରାଯାଇଛି। ଦଳରେ ତାଙ୍କର ଦାୟିତ୍ୱ ଓ ସାଙ୍ଗଠନିକ କାର୍ଯ୍ୟକୁ ନେଇ ଦଳୀୟ…

    Continue reading
    କଂଗ୍ରେସ ତୁଷ୍ଟୀକରଣ ରାଜନୀତିରେ ମାତିଛି :ଶାହ

    ଦେଶର ଜାତୀୟ ଗୀତ ବନ୍ଦେ ମାତରମ ଗାନକୁ ନେଇ ବିବାଦ। ସରକାରୀ କାର୍ଯ୍ୟକ୍ରମରେ ବନ୍ଦେ ମାତରମର ୬ଟି ଷ୍ଟାଞ୍ଜା ଗାନ କରିବାକୁ ସରକାର କରିଥିବା ନିୟମକୁ ମାନିବାକୁ ମନା କରି ଦେଇଛି କଂଗ୍ରେସ। ୬ ଷ୍ଟାଞ୍ଜା ବଦଳରେ କଂଗ୍ରେସ ୧୯୩୭ରେ ଅନୁମୋଦନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ