ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ

ନୂଆଦିଲ୍ଲୀ: ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ। ମେଟ୍ରୋ ରେଳ ନିଗମ ସୂଚନା ଦେଇଛି ଯେ, ଜାତୀୟ ରାଜଧାନୀରେ ସୁରକ୍ଷା କାରଣରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ୧୬ଟି ମେଟ୍ରୋ ଷ୍ଟେଶନକୁ ବନ୍ଦ ରଖାଯାଇଛି। ଏଥିରେ ଲୋକକଲ୍ୟାଣ ମାର୍ଗ, ରାଜୀବ ଚୌକ, ପଟେଲ ଚୌକ, ରାମକୃଷ୍ଣ ଆଶ୍ରମ ମାର୍ଗ, ବାରଖମ୍ଭ ରୋଡ୍‌, ସୁପ୍ରିମକୋର୍ଟ, ସେବା ତୀର୍ଥ, ଜନପଥ, ମଣ୍ଡି ହାଉସ, କେନ୍ଦ୍ରୀୟ ସଚିବାଳୟ, ଆଇଟିଓ, ଦିଲ୍ଲୀ ଗେଟ୍‌, ଇନ୍ଦ୍ରପ୍ରସ୍ଥ, ଖାନ ମାର୍କେଟ, ଜୋର ବାଗ ଏବଂ ଶିବାଜୀ ଷ୍ଟାଡିୟମ ଅନ୍ତର୍ଭୁକ୍ତ। ମେଟ୍ରୋ ରେଳ ନିଗମ ଉଲ୍ଲେଖ କରିଛି ଯେ, ରାଜୀବ ଚୌକ, ମଣ୍ଡି ହାଉସ ଏବଂ କେନ୍ଦ୍ରୀୟ ସଚିବାଳୟରେ ଇଣ୍ଟରଚେଞ୍ଜ ସୁବିଧା ଉପଲବ୍ଧ ରହିବ।

  • Related Posts

    ବନ୍ଦେ ଭାରତ ଟ୍ରେନରେ ଗଲା ଜୀବନ୍ତ ମାନବ ହୃତପିଣ୍ଡ

    ଅହମ୍ମଦାବାଦ: ପ୍ରଥମ ଥର ପାଇଁ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ ଯୋଗେ ଏକ ଜୀବନ୍ତ ମାନବ ହୃତପିଣ୍ଡ ସଫଳତାର ସହ ପରିବହନ କରାଯାଇଛି । ଅଙ୍ଗ ପ୍ରତିରୋପଣ ଏବଂ ଜରୁରୀକାଳୀନ ଚିକିତ୍ସା କ୍ଷେତ୍ରରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିବା ସହ…

    Continue reading
    ପେରୁରେ ପ୍ଲେନ୍ କ୍ରାସ୍‌, ୧୩ ମୃତ

    ନୂଆଦିଲ୍ଲୀ: ଭୟଙ୍କର ବିମାନ ଦୁର୍ଘଟଣା । ମଝି ଆକାଶରୁ ଖସି ପଡିଲା ପ୍ଲେନ୍ । ହୁତୁ ହୁତ ହୋଇ ଜଳିଲା । ଚାଲିଗଲା ୧୩ ଜୀବନ । ପେରୁର ଦକ୍ଷଣ ଅଞ୍ଚଳ ନାଜକା ସହରରେ ଏକ ଭୟଙ୍କର ବିମାନ ଦୁର୍ଘଟଣା ହୋଇଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ