
ଭୁବନେଶ୍ୱର: ସୁରେଶ ପୂଜାରୀ ଦିଲ୍ଲୀ ଏମ୍ସ ସ୍ଥାନାନ୍ତର। ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଭୁବନେଶ୍ୱର ଏମ୍ସରୁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର କରାଯାଇଛି । ଅଧିକ ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ମନ୍ତ୍ରୀ ସୁରେଶ ପୂଜାରୀ।
ହୃଦରୋଗ ସମସ୍ୟା ପାଇଁ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି ହୋଇଥିଲେ। ଡାକ୍ତରଙ୍କ ପରାମର୍ଶ କ୍ରମେ ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ସୁରେଶ ପୂଜାରୀ। ମଙ୍ଗଳବାର ସନ୍ଧ୍ୟାରେ ହଠାତ୍ ତାଙ୍କର ଛାତିରେ ଯନ୍ତ୍ରଣା ହୋଇଥିଲା । ପରେ ତାଙ୍କୁ ଭୁବନେଶ୍ବରସ୍ଥିତ ଏମ୍ସରେ ଭର୍ତ୍ତି କରାଯାଇଥିଲା ।




