ଦିଲ୍ଲୀ ବିସ୍ଫୋରଣ : ଅଭିଯୁକ୍ତକୁ ୧୦ଦିନ ରିମାଣ୍ଡରେ ନେଲା ଏନଆଇଏ

ସମାଜ ଲାଇଭ୍ ଡେସ୍କ : ଦିଲ୍ଲୀ ବିସ୍ଫୋରଣ ଘଟଣାରେ ଅଭିଯୁକ୍ତକୁ ୧୦ ଦିନ ରିମାଣ୍ଡରେ ନେଇଛି ଏନଆଇଏ । ଦିଲ୍ଲୀ ଆତ୍ମଘାତି ବିସ୍ଫୋରଣର ମୁଖ୍ୟ ଆସାମୀ ଉମରର ସହଯୋଗୀ ରସିଦ ଅଲ୍ଲୀକୁ ୧୦ଦିନ ରିମାଣ୍ଡରେ ନେଇଛି ଜାତୀୟ ତଦନ୍ତକରି ସଂସ୍ଥା (ଏନଆଇଏ ) । ଆଜି ଦିଲ୍ଲୀ ପଟିଆଲା ଅଦାଲତରେ ଆସାମୀ ରସିଦ ଅଲ୍ଲୀକୁ ହାଜର କରାଇଥିଲା ଏନଆଇଏ । ଏହା ପରେ ଅଦାଲତରେ ରସିଦକୁ ରିମାଣ୍ଡରେ ନେବାକୁ ଅନୁମତି ମାଗିଥିଲା ଏନଆଇଏ । ପରେ ଅଦାଲତ ରସିଦକୁ ରିମାଣ୍ଡରେ ନେବାପାଇଁ ଅନୁମତି ଦେଇଥିଲା ।

ଦିଲ୍ଲୀ ଆତ୍ମଘାତି ଘଟଣାରେ ଗତକାଲି ରସିଦକୁ ଦିଲ୍ଲୀରୁ ଗିରଫ କରିଥିଲା ଏନଆଇଏ । ମିଳିଥିବା ସୂଚନା ଅନୁସାରେ ଆତ୍ମଘାତି ବିସ୍ଫୋରଣ ପାଇଁ ଷଡଯନ୍ତ୍ର କରିଥିଲା ରସିଦ । ଦିଲ୍ଲୀ ଆସି କାର କିଣି ଆତଙ୍କୀ ଆକ୍ରମଣ ପାଇଁ ପୁରା ଯୋଜନା କରିଥିଲା । ନଭେମ୍ବର ୧୦ ତାରିଖରେ ଦିଲ୍ଲୀର ସୁଭାଷ ମାର୍ଗ ସିଗନାଲରେ ହୋଇଥିବା ବିସ୍ଫୋରଣରେ ୧୩ ଜଣଙ୍କର ମୃତ୍ୟୁ ହୋଇଥିଲା । ଏପର୍ୟ୍ୟନ୍ତ୨୦ ରୁ ଅଧିକ ଆହତଙ୍କ ଚିକିତ୍ସା ଚାଲିଛି, ଯେଉଁଥିରେ ତିନି ଜଣଙ୍କ ଅବସ୍ଥା ଗୁରୁତର ଅଛି।

  • Related Posts

    bullet proof jacketମାୟାବତୀ-ଅଖିଳେଶଙ୍କ ସମେତ ୪୪ ନେତାଙ୍କୁ ବୁଲେଟପ୍ରୁଫ୍ ଜ୍ୟାକେଟ୍

    ନୂଆଦିଲ୍ଲୀ: ଆଗାମୀ ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ଯୋଗୀ ସରକାର ରାଜନେତାଙ୍କ ସୁରକ୍ଷାକୁ ନେଇ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ସୁରକ୍ଷା ସମୀକ୍ଷା ଏବଂ ଗୁଇନ୍ଦା ସୂଚନା ଆଧାରରେ, ଯୋଗୀ ସରକାର ପୂର୍ବତନ ମୁଖ୍ୟମନ୍ତ୍ରୀ ମାୟାବତୀ ଏବଂ ଅଖିଳେଶ ଯାଦବଙ୍କ…

    Continue reading
    bjp ଆଜି ବିଜେପି ମୁଖ୍ୟାଳୟରେ ନବନିଯୁକ୍ତ ପଦାଧିକାରୀ ବୈଠକ

    ନୂଆଦିଲ୍ଲୀ: ବିଜେପି ନବନିଯୁକ୍ତ ପଦାଧିକାରୀ ବୈଠକ। ଆଜି ବିଜେପି ମୁଖ୍ୟାଳୟରେ ନବନିଯୁକ୍ତ ପଦାଧିକାରୀ ବୈଠକ ପ୍ରଥମ ବୈଠକ। ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନେତୃତ୍ୱରେ ନୂଆ ଟିମ୍ ର ସଦସ୍ୟମାନେ ସାଙ୍ଗଠନିକ କାର୍ୟ୍ୟକ୍ରମ ଓ ଆଗାମୀ ରଣନୀତି ନେଇ ଆଲୋଚନା କରିବେ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ